Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇଲେବୁଲ୍ କେନାଲରେ ଗାଧୋଇଲା ବେଳେ ବୁଡିଯାଇ ଶ୍ରମିକ ମୃତ

by ସଞ୍ଜୟ ସ୍ୱାଇଁ
May 15, 2022
in Crime, State
ହାଇଲେବୁଲ୍ କେନାଲରେ ଗାଧୋଇଲା ବେଳେ ବୁଡିଯାଇ ଶ୍ରମିକ ମୃତ
55
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ହାଇଲେବୁଲ୍ କେନାଲରେ ଗାଧୋଇଲା ବେଳେ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବଡଚଣା ଥାନା ଧାନମଣ୍ଡଳ ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଶବର ସାହିର ଚତୁରା ଦେହୁରୀ । ବଡଚଣା ଥାନା ଧାନମଣ୍ଡଳ ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଶବର ସାହିର କଣ୍ଡୁରୀ ଦେହୁରୀଙ୍କ ପୁଅ ଚତୁରା ଦେହୁରୀ ହାଇଲେବୁଲ୍ କେନାଲରେ ଗାଧୋଉ ଥିଲେ। ହଠାତ ସେ ପାଣିରେ ବୁଡି ଯାଇଥିଲେ। ଖବର ପାଇଁ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚି ପାଣିରୁ ମୃତଦେହ ଉଦ୍ଧାର କରିଛି। ବଡଚଣା ପୋଲିସ ଘଟଣା ସ୍ଥଲରେ ପହଞ୍ଚି ଶବକୁ ଜବତ କରିବା ସହ ବଡଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଶବ ବେବଛେଦ ପାଇଁ ପଠାଇଛି । ସେ ରାଜ୍ୟ ପନ୍ୟାଗାର ନିଗମ ରେ ଶ୍ରମିକ ଭାବେ କାମ କରୁଥିଲେ । ଶ୍ରମିକ କାମ ସାରି ଗାଧେଇବାକୁ ଯାଇଥିବା ବେଳେ କୌଣସି କାରଣରୁ ପାଣିରେ ବୁଡି ଯାଇଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!