Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖବର ସଂଗ୍ରହ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ୫ ଅଭିଯୁକ୍ତ ଥାନାରେ ଅଟକ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ଖବର ସଂଗ୍ରହ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ୫ ଅଭିଯୁକ୍ତ ଥାନାରେ ଅଟକ
67
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଖବର ସଂଗ୍ରହ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ । ପୁରୀ ସମୁଦ୍ର କୂଳ ଥାନା ଅନ୍ତର୍ଗତ ହୋଟେଲ ଭିକ୍ଟୋରିଆ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଆକ୍ରମଣର‌ ଶିକାର ହୋଇଥିବା ସାମ୍ବାଦିକ ଜଣକ ହେଉଛନ୍ତି ପ୍ରମେୟ ଖବରକାଗଜର କ୍ରାଇମ୍ ରିପୋର୍ଟର ବିକ୍ରମ ଆଚାର୍ୟ୍ୟ । ଦୁର୍ବୃତ୍ତଙ୍କ ଆକ୍ରମଣରେ ବିକ୍ରମଙ୍କ ମୁହଁ, ଛାତି ଓ ହାତ ସହ ଶରୀରର ବିଭିନ୍ନ ଅଂଶରେ ଗଭୀର ଆଘାତ‌ ଲାଗିଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ ସମୁଦ୍ର କୂଳ ଥାନା ଆଇଆଇସି ଓ ତାଙ୍କ ଟିମ୍ ଘଟଣାସ୍ଥଳରେ ପହଞ୍ଚି ୫ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖିଛି । ସୂଚନା ମୁତାବିକ, ଗତକାଲି ରାତିରେ ହୋଟେଲ ଭିକ୍ଟୋରିଆ ନିକଟରେ ଥିବା ଫାଷ୍ଟ ଫୁଡ ଦୋକାନୀ ରାହୁଲ ଦାସ ପର୍ୟ୍ୟଟକଙ୍କୁ ଦୁର୍ବ୍ୟବହାର କରୁଥିଲା । ଏହି ଖବର ପାଇ ବିକ୍ରମ ସେଠାରେ ପହଞ୍ଚିଥିଲେ । ପର୍ୟ୍ୟଟକଙ୍କ ଠାରୁ ଘଟଣା ବିଷୟରେ ବିକ୍ରମ ତଥ୍ୟ ପ୍ରମାଣ ହାସଲ କରୁଥିବା ସମୟରେ ତୁମର ଏଠି କଣ କାମ ଓ ନ୍ୟୁଜ କରି ତୁମେ କଣ କରିନେବ ବୋଲି ଅଭିଯୁକ୍ତ ରାହୁଲ ଦାସ ଓ ତାଙ୍କ ସହଯୋଗୀ ମାନେ ବିକ୍ରମଙ୍କୁ ଧମକାଇବା ସହ ମରଣାନ୍ତକ ଆକ୍ରମଣ କରିଥିଲେ । ଆକ୍ରମଣ ସମୟରେ ଅଭିଯୁକ୍ତ ମାନେ ବିକ୍ରମଙ୍କ ମୋବାଇଲ ଫୋନ ଓ ସୁନା ମୁଦି ଛଡାଇ ନେଇଥିବା ଅଭିଯୋଗ ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!