Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଆ ଆଡ୍ଡା ଉପରେ ଚଢାଉ କରି ୮ଜଣଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ଜୁଆ ଆଡ୍ଡା ଉପରେ ଚଢାଉ କରି ୮ଜଣଙ୍କୁ ବାନ୍ଧିଲା ପୋଲିସ
107
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ଜୁଆ ଆଡ୍ଡା ଉପରେ ଚଢାଉ । ୮ ଜଣ ଜୁଆଡ୍ଡିଙ୍କୁ ଗିରଫ ସହ ଖେଳରେ ବ୍ୟବହୃତ ଲକ୍ଷାଧିକ ଟଙ୍କା ଓ ବାଇକ୍‌କୁ ଜବତ କରିଛି ପୋଲିସ । କିଛି ଜୁଆଡ୍ଡି ଫେରାର ହୋଇଯାଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ବାଲିଅନ୍ତା ଟେଲକପଡ଼ା ନିକଟରେ ଦୀର୍ଘ ଦିନ ଧରି ଚାଲିଥିଲା ଜୁଆ ଆଡ୍ଡା । ଏନେଇ ରବିବାର ବିଳମ୍ବିତ ରାତିରେ ଖବର ପାଇ ଚଢାଉ କରିଥିଲା ପୋଲିସ । ବାଲିଅନ୍ତା ଥାନା ଆଇଆଇସିଙ୍କ ନେତୃତ୍ୱରେ ଏକ ଟିମ୍‌ ଟୋଲକପଡ଼ାରେ ଚଢାଉ କରିଥିଲା । ଏହି ଚଢାଉ ବେଳେ ୮ଜଣଙ୍କୁ ଗିରଫ କରିଥିଲା ପୋଲିସ । ତେବେ ଘଟଣାସ୍ଥଳରୁ ଆଉ କିଛି ଜୁଆଡ୍ଡି ଚମ୍ପଟ ମାରିଥିଲେ । ଘଟଣାସ୍ଥଳରୁ ୭ଟି ମୋବାଇଲ୍‌ ସହ ବାଇକ ଓ ଲକ୍ଷାଧିକ ଟଙ୍କା ଜବତ କରିଛି ପୋଲିସ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!