Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଳମ୍ୱିତ ରାତିରେ ବାହାରପଟୁ କବାଟ ଦେଇ ବୁଲାଇଲେ କଳାକନା

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ବିଳମ୍ୱିତ ରାତିରେ ବାହାରପଟୁ କବାଟ ଦେଇ ବୁଲାଇଲେ କଳାକନା
106
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ଗତକାଲି ବିଳମ୍ବିତ ରାତିରେ ଚୋରି । ବାହାରପଟୁ ଚୋରମାନେ କବାଟଦେଇ ସବୁକିଛି ଲୁଟିନେଇ ଥିଲେ । ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ସାଲେପୁର ବାଲିସାହି ଗାଁରେ । ବାଲିସାହି ଗ୍ରାମର ଅଧ୍ୟାପକ ପ୍ରସନ୍ନ ମହାପାତ୍ରଙ୍କ କୋଠାଘରୁ ଚୋରମାନେ ନଗଦ ୩୦ ହଜାର ଟଙ୍କା ସହ ସୁନାରୁପା ଗହଣା ଲୁଟି ନେଇଥିଲେ । ସୂଚନା ମୁତାବକ ଅଧ୍ୟାପକ ପ୍ରସନ୍ନ ମହାପାତ୍ରଙ୍କ ୩ ମହଲା ଘର ଛାତ ଉପରବାଟେ ଆସି ପରିବାର ଲୋକଙ୍କୁ ବାହାରପଟୁ କବାଟ ଦେଇ ଗ୍ରାଉଣ୍ଡ ଫ୍ଲୋରରୁ ନଗଦ ୩୦ହଜାର ଟଙ୍କା ସହ ସୁନା ରୁପା ଗହଣା ନେଇ ଫେରାର ହୋଇଯାଇଛନ୍ତି । ସାଲେପୁର ଥାନାରେ ଅଭିଯୋଗ ପରେ ଘଟଣା ସ୍ଥଳରେ ସାଲେପୁର ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!