Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପଶି ବୃଦ୍ଧଙ୍କୁ ହତ୍ୟା କରି ଆସବାପତ୍ର ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ଘରେ ପଶି ବୃଦ୍ଧଙ୍କୁ ହତ୍ୟା କରି ଆସବାପତ୍ର ଲୁଟିନେଲେ ଦୁର୍ବୃତ୍ତ
33
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ଘରେ ପଶି ବୃଦ୍ଧଙ୍କୁ ହତ୍ୟା କଲାପରେ ସମସ୍ତ ଆସବାପତ୍ର ଲୁଟିନେଲେ ଦୁର୍ବୃତ୍ତ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବାଇପାସ ନିକଟରେ ଏପରି ଘଟଣା ଘଟିଛି। ମୃତ ବୃଦ୍ଧ ଜଣକ ହେଲେ ଜଗବନ୍ଧୁ ମହାନ୍ତ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବାଇପାସ ନିକଟରେ ଅବସର ପ୍ରାପ୍ତ ବିଦ୍ୟୁତ କର୍ମଚାରୀ ଜଗବନ୍ଧୁ ମହାନ୍ତ ନୂଆ ଘର ନିର୍ମାଣ କରିଛନ୍ତି।ରବିବାର ଜଗବନ୍ଧୁ ନିଜ ଘର ବୋଳା ଗ୍ରାମରୁ ଏଠାକୁ ଶୋଇବା ପାଇଁ ଆସିଥିଲେ। ତେବେ ସୋମବାର ପୂର୍ବାହ୍ନ ୧୧ ଟା ପର୍ୟ୍ୟନ୍ତ ଘରକୁ ନ ଯିବାରୁ ପରିବାର ଲୋକେ ଆସି ପହଞ୍ଚିଥିଲେ। ସେଠାରେ ଜଗବନ୍ଧୁଙ୍କୁ ହତ୍ୟା କରାଯାଇଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ କରଞ୍ଜିଆ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି । ତେବେ କିଏ ଓ କାହିଁକି ହତ୍ୟା କଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । କେହି ଘରେ ଲୁଟପାଟ କରିବା ଉଦ୍ଦେଶ୍ୟରେ ହିଁ ବୃଦ୍ଧଙ୍କୁ ହତ୍ୟା କରିଥିବା ଅନୁମାନ କରାଯାଉଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!