Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଡ଼କ ସୁରକ୍ଷା ସପ୍ତାହ ପାଇଁ ପ୍ରତିଯୋଗୀତା ଏବଂ ସଚେତନତା

by ସଞ୍ଜୟ ସ୍ୱାଇଁ
January 13, 2020
in Lifestyle
ସଡ଼କ ସୁରକ୍ଷା ସପ୍ତାହ ପାଇଁ ପ୍ରତିଯୋଗୀତା ଏବଂ ସଚେତନତା
15
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ୩୧ତମ ସଡ଼କ ସୁରକ୍ଷା ସପ୍ତାହର ତୃତୀୟ ଦିବସରେ ଆଜି ନୟାଗଡ଼ ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଆଂଚଳିକ ପରିବହନ କାର୍ଯ୍ୟାଳୟର ତତ୍ୱାବଧାନରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ଏବଂ ବକୃକ୍ତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । କୃତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଆସନ୍ତା ଉଦଯାପନି ଉତ୍ସବରେ ପୁରସ୍କୃତ କରାଯିବ ବୋଲି ଜଣାପଡ଼ିଛି । ଏଥିସହିତ ନୟାଗଡ଼ ଟାଉନଥାନା ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ହେଲମେଟ ଧାରୀଙ୍କୁ ଗୋଲାପ ଫୁଲ ଓ ଚକଲେଟ ଦେଇ ଶୁଭେଚ୍ଛା ଜଣାଯାଇଥିବା ବେଳେ ବିନା ହେଲମେଟ ଧାରୀଙ୍କୁ ସଚେତନତ କରାଯାଇଛି । ଏହି ଅବସରରେ ଭାପୁର ବ୍ଲକ ଫତେଗଡ଼ଠାରେ ଆଂଚଳିକ ପରିବହନ କାର୍ଯ୍ୟଳୟର ସଚେତନତା ରଥ ଜନସଚେତନତା ସୃଷ୍ଟି କରିଛି । ଏଲଇଡି ମାଧ୍ୟମରେ ବିଭିନ୍ନ ସ୍ଥାନରେ ସଚେତନ କାର୍ଯ୍ୟକ୍ରମର ପ୍ରସାରଣ କରାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!