Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠକେଇ ଅଭିଯୋଗରେ ଜଣେ ଚିଟ୍‌ଫଣ୍ଡ ସଂସ୍ଥାର ମାଲିକ ଗିରଫ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ଠକେଇ ଅଭିଯୋଗରେ ଜଣେ ଚିଟ୍‌ଫଣ୍ଡ ସଂସ୍ଥାର ମାଲିକ ଗିରଫ
166
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ କାଳିଆଗୁଡ଼ା ଗାଁରୁ ଠକେଇ ଅଭିଯୋଗରେ ଜଣେ ଚିଟ୍‌ଫଣ୍ଡ ସଂସ୍ଥାର ମାଲିକକୁ ଗିରଫ କରିଛି ପୁଲିସ୍‌। ଗିରଫ ଅଭିଯୁକ୍ତଙ୍କ ନାଁ ବବୃବାହାନ ନାୟକ। ତାଙ୍କ ଘର ଲୁଦୁଲୁଦି ଗାଁରେ। କିଛି ବର୍ଷ ପୂର୍ବେ ସେ ସିକ୍ୟୋର ଲାଇଫ ନାମକ ଏକ ଚିଠି ଫଣ୍ଡ ସଂସ୍ଥା ଖୋଲି ଓଡ଼ିଶା ଓ ଗୁଜରାଟର ବିଭିନ୍ନ ସ୍ଥାନରୁ ଲୋକଙ୍କ ଠାରୁ କୋଟି କୋଟି ଟଙ୍କା ହଡ଼ପ କରିଥିଲା। ତା’ପରେ ସେ ଫେରାର ହୋଇଯାଇଥିଲା। ୨୦୧୩ ମସିହାର ଏକ ୱାରେଣ୍ଟ ବଳରେ ଗାଙ୍ଗପୁର ଥାନା ପୁଲିସ ବିଶେଷ ସୂତ୍ରରୁ ଖବର ପାଇ ଆଜି କାଳିଆଗୁଡ଼ା ଗ୍ରାମରେ ଜଣକ ଘରେ ଚଢ଼ାଉ କରିଥିଲା। ଅଭିଯୁକ୍ତ ବବୃବାହାନ ସେଠାରେ ଥିଲା। ତାକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଗାଙ୍ଗପୁର ଥାନା ଅଧିକାରୀ ସୂଚନା ଦେଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!