Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାତଭଉଣୀ ଛକ ନିକଟରେ ଭୟାନକ ଅଗ୍ନିକାଣ୍ଡ:୬ଟି ଦୋକାନ ଜଳିଗଲା

by ସଞ୍ଜୟ ସ୍ୱାଇଁ
May 17, 2022
in State
ସାତଭଉଣୀ ଛକ ନିକଟରେ ଭୟାନକ ଅଗ୍ନିକାଣ୍ଡ:୬ଟି ଦୋକାନ ଜଳିଗଲା
40
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ସାତଭଉଣୀ ଛକ ନିକଟରେ ଭୟାନକ ଅଗ୍ନିକାଣ୍ଡ । ଚୁଲିର ଆଞ୍ଚ ନିଆଁରୁ ଅଗ୍ନିକାଣ୍ଡ ଘଟିଛି । ଗୋଟିଏ ଦୋକାନରୁ ନିଆଁ ବ୍ୟାପି ୬ ଦୋକାନ ଭସ୍ମୀଭୂତ । ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ସାତଭଉଣୀ ଛକ ନିକଟରେ ଘଟିଛି ଏପରି ଘଟଣା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଖବର ଅନୁଯାୟୀ, ଗ୍ରାମାଞ୍ଚଳ ଥାନା ସାତଭଉଣୀ ଛକ ନିକଟରେ ଥିବା ଦୋକାନର ଆଞ୍ଚରୁ ନିଆଁ ବ୍ୟାପିଥିବା ସୂଚନା ମିଳିଛି । ଆଞ୍ଚରୁ ନିଆଁ ଝୁଲ ଉଡି ମିଠା ଦୋକାନରେ ଅଗ୍ନିକାଣ୍ଡ ହୋଇଥିଲା । ପରେ ଏହି ନିଆଁ ନିକଟରେ ଥିବା ଦୋକାନକୁ ବ୍ୟାପିଥିଲା । ଅଗ୍ନିକାଣ୍ଡରେ ମିଠା ଦୋକାନ ସହ ଗ୍ୟାରେଜ , ପାନ ଦୋକାନ , ସାର ଦୋକାନ ଓ ଭେରାଇଟି ଷ୍ଟୋର ଗୁଡିକ ଜଳିପୋଡି ପାଉଁଶ ହୋଇଯାଇଛି । ଏପିରିକି ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ତେବେ ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଆୟତ୍ତ ହୋଇନଥିଲା । ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!