Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା କଡ଼ରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 19, 2022
in Crime, State
ରାସ୍ତା କଡ଼ରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର
35
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ରାସ୍ତା କଡ଼ରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର। ଗଜପତି ଜିଲ୍ଲା ଆର୍. ଉଦୟଗିରି ଥାନା ଶିଅ।ଳୀଲଟି ପଞ୍ଚାୟତ କଇଠଢେପ ଗାଁ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବକଙ୍କୁ କେହି ହତ୍ୟା କରିବା ପରେ ସେଠାରେ ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଆର. ଉଦୟଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ମାଛଘର ଗାଁର କ।ବୁଲା ବଳିଆରସିଂ ବୁଧବାର ତାଙ୍କ ଭାଇ ସହ ଗୋଟିଏ ବାଇକ୍‌ ଯୋଗେ କୌଣସି କାମରେ କଇଠଢେପ ଗାଁକୁ ଯାଇଥିଲେ। ସେଠାରେ ଆଉ କିଛି ଲୋକଙ୍କ ସହ ମଦ ପିଇଥିଲେ। ଗତକାଲି ଅପରାହ୍ନ ସମୟରେ କ।ବଲା ସେହି ଗାଁରେ ରହିଯାଇଥିବା ବେଳେ ସାନ ଭାଇ ଅନ୍ୟ ଏକ ଗାଁକୁ ଯାଇଥିଲେ । ତେବେ ସନ୍ଧ୍ୟା ସମୟରେ କାବଲାର ମୃତ ଦେହ ଗାଁ ନିକଟସ୍ଥ ରାସ୍ତାରେ ପଡ଼ିଥିବା ନେଇ ଜଣେ ଯୁବକ କାବଲାଙ୍କ ପରିବାରକୁ ଖବର ଦେଇଥିଲେ। ଗାଁ ନିକଟସ୍ଥ ରାସ୍ତା କଡ଼ରୁ କାବଲାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ପୋଡ଼ା ଚିହ୍ନ ରହିଛି। ଖବର ପାଇ ଗଜପତି ଏସପି ଜୟରାମ ଶତପଥୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ଆର. ଉଦୟଗିରି ଥାନା ପୋଲିସ ଘଟଣାର ତଦନ୍ତ କରିବା ସହ ମୃତ କାବଲାଙ୍କ ଭାଇ ଓ ଅନୟ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!