Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନ୍ୟାୟ ନମିଳିବାରୁ ଥାନା ସମ୍ମୁଖରେ କିରୋସିନି ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ମହିଳା

by ସଞ୍ଜୟ ସ୍ୱାଇଁ
May 19, 2022
in State
ନ୍ୟାୟ ନମିଳିବାରୁ ଥାନା ସମ୍ମୁଖରେ କିରୋସିନି ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ମହିଳା
27
VIEWS
Share on FacebookShare on Twitter

ମାଲକାନଗିର, (ବାଘୁଆବାର୍ତ୍ତା): ନ୍ୟାୟ ନମିଳିବାରୁ ଥାନା ସମ୍ମୁଖରେ କିରୋସିନି ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । ମାଲକାନଗିରି ଆଦର୍ଶ ଥାନା ସମ୍ମୁଖରେ ଏଭଳି କିଛି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ମହିଳା ଜଣକ ହେଲେ ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ଗଙ୍ଗଲା ଗ୍ରାମର ସୁକାନ୍ତି ମାଝି । ଖବର ଅନୁଯୟାୟୀ, ଗତ ୯ ତାରିଖ ଦିନ ଗଙ୍ଗଳା ଗାଁର ୧୦ ରୁ ୧୨ ଜଣ ବ୍ୟକ୍ତି ସୁକାନ୍ତି ଓ ତାଙ୍କ ପରିବାର ଲୋକଙ୍କୁ ନିସ୍ତୁକ ମାଡ଼ ମାରିଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ୧୦ ତାରିଖ ଦିନ ମାଲକାନଗିରି ଆଦର୍ଶ ଥାନାରେ ମାମଲା ରୁଜୁ ହୋଇଥିଲେ ହେଁ ବର୍ତ୍ତମାନ ସୁଦ୍ଧା ମହିଳାଙ୍କୁ ନ୍ୟାୟ ନମିଳିବାରୁ ଥାନା ସମ୍ମୁଖରେ କିରୋସିନି ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ସ୍ଥାନୀୟ ଲୋକେ ସମ୍ପୃକ୍ତ ମହିଳାଙ୍କୁ ଉଦ୍ଧାର କରି ମାଲକାନଗିରି ମେଡିକାଲକୁ ନେଇଛନ୍ତି । ଜିଲ୍ଲା ସଦର ଚିକିତ୍ସାଳୟରେ ମହିଳାଙ୍କ ଚିକିତ୍ସା ଚାଲିଥିବା ବେଳେ ଘଟଣା ପରେ ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରୁଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!