Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ କେନାଲ ଭିତରକୁ ଓଲଟିଲା ଟ୍ରାକ୍ଟର

by ସଞ୍ଜୟ ସ୍ୱାଇଁ
May 19, 2022
in Accident, State
ଭାରସାମ୍ୟ ହରାଇ କେନାଲ ଭିତରକୁ ଓଲଟିଲା ଟ୍ରାକ୍ଟର
23
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ କେନାଲ ଭିତରକୁ ଓଲଟିଲା ଟ୍ରାକ୍ଟର। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍। କଟକ ଜିଲ୍ଲା ଜଗତପୁର ଥାନା ଗୋପିନାଥପୁର ପଞ୍ଚାୟତ ପ୍ରଧାନପଡା ଗାଁର ପଟ୍ଟାମୁଣ୍ଡାଇ କେନାଲ ବନ୍ଧରେ ଏଭଳି ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ପ୍ରଧାନପଡା ଗାଁର ପଟ୍ଟାମୁଣ୍ଡାଇ କେନାଲ ବନ୍ଧ କଡରେ ଥିବା ୧୧ କେ.ଭି ଇଲେକ୍ଟ୍ରିକ୍‌ ଖୁଣ୍ଟକୁ ଧକ୍କା ଦେବା ପରେ ଏକ ଟ୍ରାକ୍ଟର କେନାଲକୁ ଖସିପଡିଥିଲା। ତେବେ ଏହି ଦୁର୍ଘଟଣାରୁ ଡ୍ରାଇଭର୍ ଓ ହେଲ୍‌ପର୍ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ଇଲେକ୍ଟ୍ରିକ୍‌ ଖୁଣ୍ଟ ଭାଙ୍ଗିଯିବା ଯୋଗୁଁ ସାଲେପୁର ଅଞ୍ଚଳର ବିଦ୍ୟୁତ୍‌ ସରବରାହ ଛିନ୍ନ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରାକ୍ଟର ଜବତ କରିବା ସହ ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!