Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଉଡିଆଙ୍କ ଠାରୁ ଜଙ୍ଗଲ ରାସ୍ତାରେ ୧୮ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୫ ଗିରଫ

by ସଞ୍ଜୟ ସ୍ୱାଇଁ
May 19, 2022
in Crime, State
କାଉଡିଆଙ୍କ ଠାରୁ ଜଙ୍ଗଲ ରାସ୍ତାରେ ୧୮ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ,  ୫ ଗିରଫ
20
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ପୋଲିସ ଡାଳେ ଡାଳେ ଗଲେ ଗଞ୍ଜେଇ ମାଫିଆମାନେ ପତ୍ରେ ପତ୍ରେ ଯାଉଛନ୍ତି । ମାଲକାନଗିରି ଜିଲ୍ଲାର ସବୁ ରାସ୍ତାରେ ଏବେ ପୋଲିସ କଡା କଡି ଭାବେ ଯାନବାହାନ ଅଟକାଇ ଗଞ୍ଜେଇ ଯାଞ୍ଚ କରୁଥିବା ବେଳେ ଗଞ୍ଜେଇ ଚୋରା ଚାଲାଣ କରିବା ଲାଗି ମାଫିଆମାନେ ଏବେ ଅଭିନବ ଉପାୟ ଆରମ୍ଭ କରିଛନ୍ତି । ଗାଡି ନୁହେଁ ଏବେ କାଉଡ଼ିଆଙ୍କୁ ବ୍ୟବହାର କରି ଗଞ୍ଜେଇ ଚୋରା ଚାଲାଣ କରୁଛନ୍ତି ମାଫିଆ । ମୁଖ୍ୟ ରାସ୍ତା ନୁହେଁ ବରଂ ଘଞ୍ଚ ଜଙ୍ଗଲ ରାସ୍ତା ଦେଇ ପାର ହେଉଛି ଗଞ୍ଜେଇ । ମାଥିଲି ଥାନା ଅନ୍ତର୍ଗତ ଗଣ୍ଡିଆଗୁଡା ଗ୍ରାମ ନିକଟସ୍ଥ ଜଙ୍ଗଲ ଦେଇ କାଉଡିଆରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ମାଡି ବସିଲା ପୋଲିସ । ୫ ଜଣ କାଉଡ଼ିଆଙ୍କୁ ଗିରଫ କରିବା ସହ ସେମାନଙ୍କର ପାଖରୁ ୧୬ ବସ୍ତା ଗଞ୍ଜେଇ ଜବତ କରିଛି ପୋଲିସ ଯାହାର ଓଜନ ୩୫୦ କିଲୋଗ୍ରାମ ହୋଇଥିବା ବେଳେ ବଜାର ମୁଲ୍ୟ ପ୍ରାୟ ୧୮ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି । ଗିରଫ ସମସ୍ତଙ୍କୁ ଆସନ୍ତା କାଲି କୋର୍ଟ ଚାଲାଣ କରାଯିବ ବୋଲି ଜଣା ପଡିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!