Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଡକାୟତ ଗିରଫ, ବନ୍ଧୁକ ଓ ବୋମା ଜବତ

by ସଞ୍ଜୟ ସ୍ୱାଇଁ
May 19, 2022
in Crime, State
୪ ଡକାୟତ ଗିରଫ, ବନ୍ଧୁକ ଓ ବୋମା ଜବତ
37
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଡକାୟତି ଯୋଜନା ପଣ୍ଡ । ୪ ଜଣ ଡକାୟତଙ୍କୁ ରାଉରକେଲା ପ୍ଲାଣ୍ଟ ସାଇଡ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଘଟଣା ସ୍ଥଳରୁ ଦୁଇ ଫେରାର ହୋଇଯାଇଛନ୍ତି । ଗିରଫ ୪ ଡକାୟତଙ୍କ ଠାରୁ ଗୋଟିଏ କାର, ୪ ଦେଶୀ ପିସ୍ତଲ ଓ ଦୁଇ ଦେଶୀ ବୋମା ପୋଲିସ ଜବତ କରି। ଏଥିସହ ଦୁଇଟି ଖଣ୍ଡା , ୩୨ ଟି ଗୁଳି ଜବତ କରିଛି ପ୍ଲାଣ୍ଟ ସାଇଡ ପୋଲିସ । ବୁଧବାର ବିଳମ୍ବିତ ରାତ୍ରିରେ ବନ୍ଧମୁଣ୍ଡା ଫଟା ପାଇପ ନିକଟରେ ଚାଲିଥିଲା ଡକାୟତି ଯୋଜନା । ଖବର ପାଇ ପ୍ଲାଣ୍ଟ ସାଇଡ ପୋଲିସ ଚଢାଉ କରିଥିଲା । ସେଠାରୁ ୪ ଜଣଙ୍କୁ ଗିରଫ କରିଥିବା ବେଳେ ୨ ଜଣ ଫେରାର ହୋଇଯାଇଥିଲେ। ଘଟଣା ସ୍ଥଳରୁ ଦୁଇ ଫେରାର ଡକାୟତଙ୍କୁ ଧରିବା ପାଇଁ ଖୋଜୁଛି ପ୍ଲାଣ୍ଟ ସାଇଡ ପୋଲିସ । ଗିରଫ ଡକାୟତ ମାନଙ୍କ ନାଁରେ ପୂର୍ବରେ ଅନେକ ଥାନାରେ ସଙ୍ଗିନ ମାମଲା ଥିବା ବେଳେ ଏହି ଡକାୟତି ଯୋଜନା କୁ ନେଇ ଅଧିକ ତଦନ୍ତ କରୁଛି ପୋଲିସ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!