Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଳାଶୁଣିରେ ଫୁଟିଲା ବୋମା

by ସଞ୍ଜୟ ସ୍ୱାଇଁ
May 20, 2022
in Crime, State
ପଳାଶୁଣିରେ ଫୁଟିଲା ବୋମା
210
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅଶାନ୍ତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ୱର। କେତେବେଳେ ବିଚ୍‌ ରାସ୍ତାରେ ଗୁଳି ଫୁଟୁଛି ତ ଆଉ କେତେବେଳେ ବୋମାମାଡ଼ ହେଉଛି। କିଛି ଦିନ ହେବ ରାଜଧାନୀ ଛାତି ଉପରେ ଯେପରି ଅପରାଧୀ ମାନେ ତାଣ୍ଡବ ରଚି ଚାଲିଛନ୍ତି। ଏପରି ସମାନ ଘଟଣା ଗତକାଲି ବିଳମ୍ବିତ ରାତିରେ ଘଟିଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ପଳାସୁଣି ଜଗନ୍ନାଥ ବିହାରରେ ଥିବା ଆପାର୍ଟମେଣ୍ଟ ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ଦୁର୍ବୃତ୍ତମାନେ ୩ଟି ବୋମାଡ଼ କରିଥିବା ଜଣାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇନାହିଁ। ଆପାର୍ଟମେଣ୍ଟ ଦାୟିତ୍ୱରେ ଥିବା ସୁରକ୍ଷା କର୍ମୀଙ୍କ କହିବା ଅନୁସାରେ, ଗତକାଲି ରାତି ପ୍ରାୟ ୧୧ଟା ସମୟରେ ୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ବୋମାମାଡ଼ କରି ଚମ୍ପଟ ମାରିଥିଲେ। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଛି। ଜମିଜମା ବିବାଦକୁ କେନ୍ଦ୍ର କରି ବୋମାମାଡ଼ ହୋଥିବା ସନ୍ଦେହ କରାଯାଉଛି। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!