Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁଖୀ ଜୀବନ ପାଇଁ ଶିକ୍ଷା ଦରକାର : ଅରୁଣ

by ସଞ୍ଜୟ ସ୍ୱାଇଁ
January 14, 2020
in Education
ସୁଖୀ ଜୀବନ ପାଇଁ ଶିକ୍ଷା ଦରକାର : ଅରୁଣ
33
VIEWS
Share on FacebookShare on Twitter

ସ୍ୱୟଂ ଶାସିତ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାର ପ୍ରମୂଖ ମହାବିଦ୍ୟାଳୟ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ୫୯ ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ତାଙ୍କ ଅଭିଭାଷଣରେ ପ୍ରଥମେ ବେଟି ବଟାଅ, ବେଟି ପଢ଼ାଅ ଉପରେ ବକ୍ତବ୍ୟ ରଖିଥିଲେ । ଏଥି ସହିତ ଯାହା ପ୍ରକୃତି ଦେଇଛି ତାକୁ ସାଇତି ରଖିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ମହାବିଦ୍ୟାୟ ହେଉଛି ମଣିଷ ତିଆରି କାରଖାନା ଏହି ବୟସରେ ଛାତ୍ରଛାତ୍ରୀମାନଙ୍କର ସଠିକ ଯôତ ନିଆ ଯାଏ ତେବେ ଭବିଷ୍ୟତ ଉଜ୍ଜ୍ୱଳ ମୟ ହେବ ବୋଲି କହିଥିଲେ । ଏକ ସୁଖୀ ଜୀବନ ପାଇଁ ଶିକ୍ଷାର ଆବଶ୍ୟକତା ରହିଥିବା ମୁଖ୍ୟ ଅତିଥି ଡ. ସାହୁ କହିଥିଲେ । ଅନେକ ପରିବାରରେ ଶିକ୍ଷାକୁ ନେଇ ଅନେକ ମତଭେଦ ଦେଖା ଦେଉଛି ବୋଲି ମନ୍ତ୍ରୀ କହିଥିଲେ । ମହାବିଦ୍ୟାଳୟର ମୁଖ୍ୟ ଛାତ୍ର ସଂଗଠକ ମନୋରଂଜନ ଗୈାଡ଼ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ମେଜର ମଂଜୁଶ୍ରୀ ପତି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପ୍ରାଧ୍ୟାପିକା ସୁଲତା ମିଶ୍ର, ଛାତ୍ର ସଂଗଠନର ଉପଦେଷ୍ଟା ପ୍ରାଧ୍ୟାପକ ଶେଖ୍ ଇସାକ୍ ପ୍ରମୂଖ ଯୋଗ ଦେଇଥିଲେ । ଏହି ଅବସରରେ ମହାବିଦ୍ୟାଳୟରେ କୃତ୍ତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଗୀତ ଓ ନୃତ୍ୟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ବାର୍ଷିକ କ୍ରୀଡ଼ାରେ କୃତ୍ତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମଧ୍ୟ ଏହି ଅବସରରେ ପୁରସ୍କୃତ କରାଯାଇଛି । ଶେଷରେ ମେଲୋଡ଼ି ଅନୁଷ୍ଠିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!