Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଣିଗାରେଡି ସନ୍ଦେହରେ ପିଟି ପିଟି ହତ୍ୟା, ୭ ଗିରଫ

by ସଞ୍ଜୟ ସ୍ୱାଇଁ
May 20, 2022
in Crime, State
ଗୁଣିଗାରେଡି ସନ୍ଦେହରେ ପିଟି ପିଟି ହତ୍ୟା, ୭ ଗିରଫ
71
VIEWS
Share on FacebookShare on Twitter

କାଲିମେଳା, (ବାଘୁଆବାର୍ତ୍ତା): ଗୁଣିଗାରେଡି ସନ୍ଦେହରେ ଜଣଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା ଘଟଣା । ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା କାଲିମେଳା ପୋଲିସ । ଖବର ଅନୁଯାୟୀ, ମାଲକାନଗିରି ଜିଲ୍ଲା କାଲିମେଳା ଥାନା କାଙ୍ଗୁରକୋଣ୍ଡା ଗାଁର ପଦିଆ ମାଡକାମୀଙ୍କୁ କଙ୍ଗାରୁ କୋର୍ଟରେ ଗୁଣିଗାରେଡି ସନ୍ଦେହରେ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା । ଏହାପରେ ମୃତ ବ୍ୟକ୍ତିଙ୍କ ପୁଅ ବିରେନ୍ଦ୍ର ମାଡକାମୀ ୮ ଜଣଙ୍କ ନାଁରେ ଏତଲା ଦେଇଥିଲେ । କାଲିମେଳା ପୋଲିସ ୭ ଜଣଙ୍କୁ କୋର୍ଟ ଚାଲାଣ କରିଥିବାବେଳେ ଜଣେ ଫେରାର ରହିଛି । ପୀଡା ମାଡକାମୀ, ମୁକୁନ୍ଦ ମାଡକାମୀ, କାହ୍ନା ମାଡକାମୀ, ଇର୍ମା ମାଡକାମୀ, ଗଙ୍ଗା କବାସୀ, ପଦିଆ କବାସୀ, ସମା ମାଡକାମୀ ଏହି ୭ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଅଭିଯୁକ୍ତ ମାଲା ମାଡକାମୀ ଫେରାର ରହିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!