Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
May 21, 2022
in Crime, State
୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
48
VIEWS
Share on FacebookShare on Twitter

ବାଲିଗୁଡା, (ବାଘୁଆବାର୍ତ୍ତା): ଜଙ୍ଗଲ ମଧ୍ୟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । କନ୍ଧମାଳ ଜିଲ୍ଲାକୁ ଗଞ୍ଜେଇର ପେଣ୍ଠସ୍ଥଳୀ କୁହାଯାଉଥିବା ବାଲିଗୁଡାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଲଣ୍ଡାଗାଁ ପଞ୍ଚାୟତର କମ୍ବାରକିଆ ଜଙ୍ଗଲରେ ଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖାଯାଇଥିବା ୯୦୭ କିଲୋଗ୍ରାମ ୬୦୦ ଗ୍ରାମ ଗଞ୍ଜେଇକୁ ଜବତ କରିଛି ବାଲିଗୁଡା ପୋଲିସ । ବାଲିଗୁଡା ଏସଡିପିଓ ଜି. ଆର ରେଡ୍ଡୀ ଙ୍କ ନେତୃତ୍ୱ ରେ ଏକ ସ୍ୱତନ୍ତ୍ର ଟିମ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଜଙ୍ଗଲରେ ଚଢ଼ଉ କରିଥିଲେ । ଚଢଉ ବେଳେ ଏତେ ପରିମାଣର ସବୁଜ ଜହର ଜବତ ହୋଇଥିଲା । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪୫ ଲକ୍ଷ ୩୫ ହଜାର ଟଙ୍କାରୁ ଉର୍ଦ୍ଧହେବ ବୋଲି ପୋଲିସ କହିଛି । ଏନେଇ ବାଲିଗୁଡା ଥାନାରେ ଏନଡିପି ଏସ ଆକ୍ଟରେ ମାମଲା ରୁଜୁ ହୋଇଛିକ୍ଷ ମାମଲାରେ ପୋଲିସ କାହାକୁ ବି ଗିରଫ କରିନଥିବା ବେଳେ ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!