Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଡ଼ୁବାବାଙ୍କ ମନ୍ଦିର ସାମ୍ନାରେ ଚାଉଳ ବୋଝେଇ ଟ୍ରକ ଧକ୍କାରେ ୩ ବର୍ଷର ଶିଶୁ ମୃତ

by ସଞ୍ଜୟ ସ୍ୱାଇଁ
May 21, 2022
in Accident, Nayagarh, State
ଅଜଣା ଟ୍ରକ୍‌ ଧକ୍କାରେ ଚାଲିଗଲା ୨ ବାଇକ୍‌ ଆରୋହିଙ୍କ ଜୀବନ
487
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାଉଳ ବୋଝେଇ ଟ୍ରକ ଧକ୍କାରେ ୩ ବର୍ଷର ଶିଶୁ ମୃତ । ଶରଣକୁଳ ଲଡୁବାବାଙ୍କ ମନ୍ଦିର ସାମ୍ନାରେ ଏହି ଦୁର୍ଘଟଣା ଘଟିଛି । ମୃତ ଶିଶୁ ସ୍ଥାନୀୟ ଧୁଷୁମା ଗାଁର ହୋଇଥିବା ସୂଚନା ମିଳିଛି । ଡ୍ରାଇଭର ଏବଂ ଟ୍ରକକୁ ଥାନାରେ ଅଟକ ରଖିଛି ପୋଲିସ । ଶିଶୁଟି ରାସ୍ତା ପାର ହେଉଥିବାବେଳେ ନୟାଗଡରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଟ୍ରକ୍ ଶିଶୁ ଉପରେ ଚଢିଯାଇଥିଲା ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!