Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଡ଼ିମଡ଼ା ଗ୍ରାମରେ ନବବଧୂକୁ ହତ୍ୟା

by ସଞ୍ଜୟ ସ୍ୱାଇଁ
January 17, 2020
in Breaking, Crime
26
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ଗୋଡ଼ିମଡ଼ା ଗ୍ରାମରେ ଆଜି ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ ଟିମ ପହଂଚି ତନାଘନା ଚଳାଇଥିବା ବେଳେ ସ୍ୱାମୀ, ଶାଶୁ, ଶ୍ୱଶୁର ଫେରାର ହୋଇଯାଇଛନ୍ତି । ସୂଚନାନୁସାରେ, ଶରଣକୂଳ ଥାନା ଅନ୍ତର୍ଗତ ଶିଙ୍ଗାରପୁର ଗ୍ରାମର ସୁବାସ ନାୟକଙ୍କ ଝିଅ ରଶ୍ମିତା ନାୟକ ରଣପୁର ଥାନା ଅନ୍ତର୍ଗତ ଗୋଡ଼ିମଡ଼ା ଗ୍ରାମର ଅନ୍ତରା ନାୟକଙ୍କ ପୁଅ ଟିକିନା ନାୟକଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ । ବିବାହ ସମୟରେ ରଶ୍ମିତାଙ୍କ ପରିବାର ୩୦ ହଜାର ଟଙ୍କା ଯୌତୁକ ଦେବା ସହ ଅନ୍ୟନ ଆସବାବପତ୍ର ଦେଇଥିଲେ । ମାତ୍ର ବିବାହ ପରଠାରୁ ଶାଶୁ ଘର ପକ୍ଷରୁ ଏକ ମୋଟର ସାଇକେଲ ପାଇଁ ଦାବି କରାଯାଉଥିବା ବେଳେ ଆଜି ଉକ୍ତ କାରଣରୁ ରଶ୍ମିତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସ୍ୱାମୀ, ଶାଶୁ, ଶ୍ୱସୁର ଏବଂ ନଣନ୍ଦ ମିିଶି ଟିକିନାଙ୍କୁ ଦଳଚକଟା କରି ହତ୍ୟା କରିଥିବା ବାପଘର ପରିବାର ଲୋକେ ଅଭିଯୋଗ କରିଛନ୍ତି । ଖବରପାଇ ରଣପୁର ପୁଲିସ ଘଟଣାସ୍ଥଳରେ ପହଂଚି ଛାନ ଭିନ କରିଥିବା ବେଳେ ସାଇଣ୍ଟିଫିକ ଟିମ ମଧ୍ୟ ଅନୁସନ୍ଧାନ ଚଳାଇଛି । ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଶାଶୁ ଘର ପରିବାର ସମସ୍ତେ ଫେରାର ଥିବା ଜଣାପଡ଼ିଛି ।

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026
ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

April 18, 2026
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!