Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇପିଏଲ ବେଟିଂ ଧରପଗଡ଼, ୪ଗିରଫ ସହିତ ୭ ଲକ୍ଷ ୬୦ ହଜାର ଟଙ୍କା ଓ ୪ଟି ମୋବାଇଲ ଜବତ

by ସଞ୍ଜୟ ସ୍ୱାଇଁ
May 30, 2022
in Crime, Sports, State
ଆଇପିଏଲ ବେଟିଂ ଧରପଗଡ଼, ୪ଗିରଫ ସହିତ ୭ ଲକ୍ଷ ୬୦ ହଜାର ଟଙ୍କା ଓ ୪ଟି ମୋବାଇଲ ଜବତ
58
VIEWS
Share on FacebookShare on Twitter

ଆସିକା, (ବାଘୁଆବାର୍ତ୍ତା): ଆଇପିଏଲ୍ ବେଟିଂ ଚାଲିଥିଲା। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୁଲିସ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୭ ଲକ୍ଷ ୬୦ ହଜାର ଟଙ୍କା ସହ ୪ଟି ମୋବାଇଲ ଜବତ କରିଛି। ଆସିକା ସୁବର୍ଣ୍ଣନେଶ୍ୱର ମନ୍ଦିର ନିକଟରେ ଏହି ଆଇପିଏଲ ବେଟିଂ ଚାଲିଥିଲା। ଆଜି ଆସିକା ପୁଲିସ ଗିରଫ କରିଥିବା ବ୍ୟକ୍ତିମାନଙ୍କୁ ଅଧିକ ପଚରାଉଚରା କରି ଏଥିରେ ସମ୍ପୃକ୍ତ ଅନ୍ୟମାନଙ୍କ ପରିଚୟ ପ୍ରସ୍ତୁତ କରିଛି। ଏହି ମାମଲାରେ ଛଅ ଜଣ ଫେରାର ହୋଇଯାଇଛନ୍ତି। ଏନେଇ ଆସିକା ପୁଲିସ ଏକ ମାମଲା ରୁଜୁ କରି ଗିରଫମାନଙ୍କୁ କୋର୍ଟ ଚାଲାଣ କରିଛି। ଆସିକା ଥାନାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ଗଣମାଧ୍ୟମକୁ ଶିକ୍ଷା ନିବେଶ ଆଇପିଏସ ନଚିକେତ ସିଲେକ ସୂଚନା ଦେଇଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!