Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସର୍ବଭାରତୀୟ ହକି, ରାଉରକେଲା ଓ ନୟାଗଡ଼ ବିଜୟୀ

by ସଞ୍ଜୟ ସ୍ୱାଇଁ
January 19, 2020
in Sports
ସର୍ବଭାରତୀୟ ହକି, ରାଉରକେଲା ଓ ନୟାଗଡ଼ ବିଜୟୀ
13
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ହକି ଆସୋସିଏସନ ରଗବୀ ଦ୍ୱାରା ଆୟୋଜିତ ସର୍ବ ଭାରତୀୟ ହକି ଟୁନାମେଣ୍ଟ ଉଦଘାଟିତ ହୋଇଯାଇଛି । ନୟାଗଡ଼ ଖେଳପଡ଼ିଆଠାରେ ଅନୁଷ୍ଠିତ ଏହି ସର୍ବଭାରତୀୟ ହକି ଟୁର୍ଣ୍ଣାମେଂଟକୁ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଆଜିର ପ୍ରଥମ ଖେଳର ହକି ଏକାଡେମୀ କଲିକତା ବନାମ ସେଲ ହକି ରାଉଲକେଲା ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ ରାଉଲକେଲା ସେଲ ହକି ୩-୧ ଗୋଲରେ ବିଜୟ ଲାଭ କରିଛି । ସେହିପରି ଦ୍ୱିତୀୟ ଖେଳରେ ହକି ଆସୋସିଏସନ ଢେଙ୍କାନାଳ ବନାମ ବିଜୁ ପଟ୍ଟନାୟକ ହକି ଏକାଡେମୀ ନୟାଗଡ଼ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚରେ ନୟାଗଡ଼ ୧-୦ ଗୋଲରେ ବିଜୟୀ ଲାଭ କରିଛି । ହକି ଆସୋସିଏସନର ସଭାପତି ମିତାଲୀ ପ୍ରିୟଦର୍ଶନୀ ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଖେଳରେ ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଗୋଲାପ ଦଳବେହେରା, ଜିଲ୍ଲା ପରିଷଦ ସଭ୍ୟ ଅରୁଣା ନାୟକ, କଳ୍ପନା ଦଳବେହେରା, ସଂଯୁକ୍ତା ପଢ଼ିଆରୀ ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!