Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ମକଡ୍ରିଲ୍

by ସଞ୍ଜୟ ସ୍ୱାଇଁ
January 21, 2020
in Education
ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ମକଡ୍ରିଲ୍
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ଥା) : ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ନାଟୁଗାଁ ପଂଚାୟତର ସାଲୁଣୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଅଗ୍ନିଶମ କର୍ମଚାରୀମାନଙ୍କ ଦ୍ୱାରା ଏକ ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଅଗ୍ନିଶମ କର୍ମଚାରୀଙ୍କ ମାନେ ବିଦ୍ୟାଳୟରେ ନିଆଁ ଲିଭାଇବା, ଅଗ୍ନି ନିର୍ବାପକ ଯନ୍ତ୍ରର ବ୍ୟବହାର, ଉଚ୍ଚ ଅଟ୍ଟାଳିକାରୁ ଉଦ୍ଧାର କରିବାର କୈାଶଳ ଛାତ୍ରଛାତ୍ରୀଙ୍କ ସମେତ ସ୍ଥାନୀୟ ଜନତାଙ୍କୁ ବତାଇଛନ୍ତି । ଏଥିସହିତ ବିଭାଗୀୟ ଅଧିକାରୀ ଛାତ୍ରଛାତ୍ରୀମାନଙ୍କୁ ଏ ସମ୍ବର୍ଦ୍ଧିୟ ଶିକ୍ଷା ପ୍ରଦାନ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!