Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଦ୍ଧି ଜ୍ଞାନର ଗନ୍ତାଘର, ଅଭ୍ୟାସ ତା’ର ଚାବି

by ସଞ୍ଜୟ ସ୍ୱାଇଁ
January 23, 2020
in Education
ବୁଦ୍ଧି ଜ୍ଞାନର ଗନ୍ତାଘର, ଅଭ୍ୟାସ ତା’ର ଚାବି
27
VIEWS
Share on FacebookShare on Twitter

ୟୁନିଟେକ ବିଦ୍ୟାଳୟରେ ବିଜ୍ଞାନ ମେଳା

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହରରେ ଅବସ୍ଥିତ ୟୁନିଟେକ ବିଦ୍ୟାଳୟରେ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ଏହି ବିଜ୍ଞାନମେଳାରେ ୩୬ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ । ପ୍ରଥମରୁ ପଂଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଦ୍ୱାର ବିଭିନ୍ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମୀଧର ବେହେରା ଯୋଗ ଦେଇଥିବା ବେଳେ, ବିଜ୍ଞାନ ନିରିକ୍ଷକ ଶରତ ସାହୁ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ସମ୍ବଦ୍ଧିୟ ବିଭିନ୍ନ ଉପଦେଶ ଦେଇଥିଲେ । ବୁଦ୍ଧି ଜ୍ଞାନର ଗନ୍ତାଘର, ଅଭ୍ୟାସ ତାର ଚାବି ବୋଲି ମୁଖ୍ୟ ଅତିଥି ଶ୍ରୀଯୁକ୍ତ ବେହେରା କହିବା ସହ ବିଦ୍ୟାଳୟ ହେଉଛି ମଣିଷ ତିଆରି ପରୀକ୍ଷା ଗାର ବୋଲି କହିଥିଲେ । ବିଦ୍ୟାଳୟରେ ପ୍ରତ୍ୟେକ କାର୍ଯ୍ୟର ଶିକ୍ଷା ଦିଆଯାଏ । ଏହି ଅବସରରେ ଚଣ୍ଡିବସ୍ତ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ ମହାପାତ୍ର ଓ ବିଜ୍ଞାନ ଶିକ୍ଷକ ହେମନ୍ତ କୁମାର ପରିଡ଼ା ପ୍ରମୂଖ ଯୋଗ ଦେଇଥିଲେ । ୟୁନିଟେକ ବିଦ୍ୟାଳୟ ନିର୍ଦ୍ଦେଶକ ପ୍ରବୀର କୁମାର ପୃଷ୍ଟି ଏବଂ ଅଧ୍ୟକ୍ଷା ରୋଜାଲିନ ପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!