Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାରବାଟୀରେ ମ୍ୟାଚ ଦେଖିବା ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 6, 2022
in Sports, State
୨୦୨୪ ପାଇଁ  ବିଜେଡିର ସମରସଜା, ବିଜେଡି ଜିଲ୍ଲା ପର୍ୟ୍ୟବେକ୍ଷକଙ୍କ ସମୀକ୍ଷା ବୈଠକ
155
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏହି ମାସ ୧୨ ତାରିଖରେ ଖେଳାଯିବାକୁ ଥିବା ଟି- ଟ୍ୱେଣ୍ଟି ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି । ଓଡିଶା କ୍ରିକେଟ ଆସୋସିଏସନର ସଭାପତି ପଙ୍କଜ ଲୋଚନ ମହାନ୍ତି, ସଂପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ପ୍ରଦାନ କରିଛନ୍ତି । ଏହି ଅବସରରେ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ଏଚଡିଏଫସି ବ୍ୟାଙ୍କର ଜୋନାଲ ହେଡ୍ ଦୀପକ ସିଂହ ଓ ଭାଇସ ପ୍ରେସିଡେଣ୍ଟ ଅନିମେଷ ବିଶ୍ବାଳ ଏହି ଅବସରରେ ଓଡିଶା କ୍ରିକେଟ ଆସୋସିଏସନ ସଂପାଦକ ସଞ୍ଜୟ ବେହେରା ବାରବାଟୀ ମ୍ୟାଚ୍ ପାଇଁ ଟିକେଟ ବିକ୍ରି ସୁବ୍ୟବସ୍ଥିତ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!