Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାର୍ଚ୍ଚ ୧ରୁ ୭ ନୟାଗଡ଼ରେ ନାଟକ ମହୋତ୍ସବ

by ସଞ୍ଜୟ ସ୍ୱାଇଁ
January 24, 2020
in Feature News
ମାର୍ଚ୍ଚ ୧ରୁ ୭ ନୟାଗଡ଼ରେ ନାଟକ ମହୋତ୍ସବ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ମାଟି କଳା, ସାହିତ୍ୟ ଓ ସଂସ୍କୃତିର ମାଟି । ଏମାଟିର ଲୋକମାନଙ୍କ ମଧ୍ୟରେ ନାଟକ ପ୍ରତି ରହିଛି ଅକୁଣ୍ଠ ଉତ୍କଣ୍ଠା ଓ ଆଗ୍ରହ । ଯେଉଁଥିପାଇଁ ବର୍ଷର ବିଭିନ୍ନ ସମୟରେ ନୟାଗଡ଼ରେ ମଂଚ ନାଟକ ଅନୁଷ୍ଠିତ ହେଉଛି । ଏହି ପ୍ରରିପେକ୍ଷିରେ ନୟାଗଡ଼ ନାଟ୍ୟଧାରା ଅନୁଷ୍ଠାନର ଆସନ୍ତା ମର୍ଚ୍ଚ ୧ରୁ ୭ ତାରିଖ ପର୍ଯ୍ୟନ୍ତ ନୟାଗଡ଼ ସହରରେ ନାଟକ ମହୋତ୍ସବ ଆୟୋଜନ କରିବା ପାଇଁ ସଭାପତି ପ୍ରମୋଦ ପଟ୍ଟନାୟକ ସୂଚନା ଦେଇଛନ୍ତି । ସାତଦିନ ବ୍ୟାପି ଅନୁଷ୍ଠିତ ହେବାକୁଥିବା ଏହି ମହୋତ୍ସବରେ ନୟାଗଡ଼ ସମେତ ଢେଙ୍କାନାଳ, ତାଳଚେର, ଖୋର୍ଦ୍ଦା, କଟକ, ଭୂବନେଶ୍ୱର ପ୍ରଭୃତି ସ୍ଥାନର ନାଟ୍ୟ ସଂସ୍ଥାମାନେ ଏହି ମହୋତ୍ସବରେ ଯୋଗଦେବେ ବୋଲି ଜଣାପଡ଼ିଛି । ପଠାଣିସାମନ୍ତ ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବାକୁ ଥିବା ଏହି ନାଟକ ମହୋତ୍ସବରେ ପ୍ରତ୍ୟେକ ଦିନ ସଂଦ୍ଧ୍ୟା ୭ଟା ୩୦ରୁ ନାଟକ ମଂଚସ୍ଥ ହେବ ବୋଲି ସୂଚନା ମିଳିଛି । ସ୍ଥାନୀୟ ରୋଟାରୀ କ୍ଲବଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀଯୁକ୍ତ ପଟ୍ଟନାୟକଙ୍କ ସହ ଉପସଭାପତି ବିଶ୍ୱନାଥ ମହାପାତ୍ର, ଡ. ବିଜୟ କୁମାର ଚୈାଧୁରୀ ଏବଂ ଲକ୍ଷ୍ମୀଧର ମହାପାତ୍ର ଉପସ୍ଥିତ ରହି ନୟାଗଡ଼ ନାଟକ ମହୋତ୍ସବ ସଂମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!