Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକୋତ୍ସବ

by ସଞ୍ଜୟ ସ୍ୱାଇଁ
January 25, 2020
in Education
ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକୋତ୍ସବ
14
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ଅବସ୍ଥିତ ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟର ବାଷିକୋତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ପାଠପଢ଼ା ସହିତ କ୍ରୀଡ଼ା, ନୃତ୍ୟ, ସଂଗୀତ, ତଥା ଅନ୍ୟନ ଦିଗ ପ୍ରତି ଛାତ୍ରଛାତ୍ରୀ ଦୃଷ୍ଟି ଦେବା ସହ ଛାତ୍ରଛାତ୍ରୀମାନେ ଆଗ୍ରହ ରଖୁଥିବା ବିଷୟ ବସ୍ତୁ ପ୍ରତି ଅଭିଭାବକ ଏବଂ ଶିକ୍ଷକ ଶିକ୍ଷୟତ୍ରୀମାନେ ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ ଡ. ସାହୁ ତାଙ୍କ ବକ୍ତବ୍ୟରେ କହିଛନ୍ତି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିପ୍ରିୟା ଦେବୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକ ସଭାରେ ପ୍ରାକ୍ତନ ପ୍ରାଧ୍ୟାପକ ଅଧିବାସ ପଣ୍ଡା ମୁଖ୍ୟବକ୍ତା, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଲୋକନାଥ ସାହୁ, ଜିଲ୍ଲା ପରିଷଦ ସଭ୍ୟ ବିଭୂପ୍ରସାଦ ସାହୁ,ଅବସରପ୍ରାପ୍ତ ପ୍ରାପ୍ତନ ପ୍ରଧାନଶିକ୍ଷୟତ୍ରୀ ବସିରନ ବିବି ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ । ବସିରିନ ବିବିଙ୍କ ଦ୍ୱାରା ପ୍ରଦତ୍ତ ଗୁରୁ ଗୈାରବ ସମ୍ମାନ ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିପ୍ରିୟା ଦେବୀଙ୍କୁ ପ୍ରଦାନ କରାଯାଇଥିଲା । ବାର୍ଷିକ କ୍ରୀଡ଼ାରେ ଅଂଶ ଗ୍ରହଣ କରି କୃତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିବା ବେଳେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!