Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ମୁନରେ ଲୁଟ୍ କଲେ ୫ଲକ୍ଷ

by ସଞ୍ଜୟ ସ୍ୱାଇଁ
June 13, 2022
in Crime, State
ବନ୍ଧୁକ ମୁନରେ ଲୁଟ୍ କଲେ ୫ଲକ୍ଷ
32
VIEWS
Share on FacebookShare on Twitter

ଆଠଗଡ, (ବାଘୁଆବାର୍ତ୍ତା): ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ଲୁଟ୍ । ୫ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଆଠଗଡ ଥାନା ଅନ୍ତର୍ଗତ ଜେନାପଦା ଶାଳବଣୀ ଜଙ୍ଗଲ ତାରିଣୀ ମନ୍ଦିର ରାସ୍ତାରୁ ଲୁଟ୍ ହୋଇଛି । ସୂଚନାଯୋଗ୍ୟ ଯେ, କଟକ ମାଲଗୋଦାମକୁ ଏକ ଆଇଚରରେ ଯାଉଥିବା ବେଳେ ଆଠଗଡ ଥାନା ଅନ୍ତର୍ଗତ ଜେନାପଦା ଶାଳବଣୀ ଜଙ୍ଗଲ ତାରିଣୀ ମନ୍ଦିର ରାସ୍ତାରେ ଅଟକାଇଥିଲେ ଦୁର୍ବୃତ୍ତ । ବ୍ୟବସାୟୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ୫ଲକ୍ଷ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ୫ଟି ବାଇକ୍ ଯୋଗେ ୭ଜଣ ଲୁଟେରା ଆସିଥିଲେ । ଏ ନେଇ ବ୍ୟବସାୟୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ଘଟଣାସ୍ଥଳରେ ଆଠଗଡ଼ ପୋଲିସ ଓ ତିଗିରିଆ ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି । ଏପର୍ୟ୍ୟନ୍ତ ଲୁଟେରାମାନଙ୍କ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!