Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୃଦ୍ଧଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
June 14, 2022
in Crime, Feature News, State
ଯୁବତୀଙ୍କୁ କେହି ହତ୍ୟା କରି ଟାଙ୍ଗି ଦେଇଥିବା ପରିବାର ଲୋକଙ୍କ ଅଭିଯୋଗ
40
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): ପୁରୀ ଜିଲ୍ଲା ନିମାପଡ଼ା ଥାନା ଅନ୍ତର୍ଗତ ଝାମ୍ପୁଲାକୁଦ ନିକଟ ଦେବୀନଦୀ ନଦୀବନ୍ଧ ଉପରୁ ବୃଦ୍ଧଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗୋବିନ୍ଦ ସାହୁ। ଗୋବିନ୍ଦଙ୍କ ମୃତଦେହ ନିକଟରେ ଶାବଳ ଓ ଗଇଁତି ପଡ଼ିଛି। ଜମିବାଡ଼ି ବିବାଦକୁ ନେଇ ଗୋବିନ୍ଦଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତାଙ୍କୁ ହତ୍ୟା କରି କିଏ ଫିଙ୍ଗି ଦେଇଥିବା ପରିବାର ଲୋକେ କହିଛନ୍ତି। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!