Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
June 14, 2022
in Crime, State
ଅଜଣା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
54
VIEWS
Share on FacebookShare on Twitter

ବିନିକା, (ବାଘୁଆବାର୍ତ୍ତା): ଗଛରେ ଝୁଲୁଛି ଅଜଣା ମହିଳାଙ୍କ ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଆଦର୍ଶ ବିଦ୍ୟାଳୟ ପଛପଟେ ଥିବା ମହାନଦୀ କୂଳରେ ଏକ ଗଛରେ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ଜଣେ ଅଜଣା ମହିଳା ବେକରେ ଶାଢ଼ୀ ଲଗାଇ ଝୁଲୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ସ୍ଥାନୀୟ ଲୋକ ଦେଖି ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ଶବ ବ୍ୟବଚ୍ଛେଦ ପାଇଁ ପୋଲିସ ମୃତଦେହକୁ ସ୍ଥାନୀୟ ମେଡିକାଲକୁ ପଠାଇ ଦେଇଛି । ତେବେ ବର୍ତ୍ତମାନ ପର୍ୟ୍ୟନ୍ତ ମହିଳାଙ୍କ ପରିଚୟ ମିଳି ପାରିନାହିଁ । ମହିଳା ଜଣଙ୍କ କିଏ, ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଗଛରେ ଝୁଲାଇ ଦେଇଛନ୍ତି ତାହା ସ୍ପଷ୍ଟ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ମହିଳାଙ୍କ ପରିଚୟ ଖୋଜୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!