Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମ୍ୱ ଗଛରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
June 14, 2022
in Crime, State
ଆମ୍ୱ ଗଛରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
56
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଆମ୍ବ ଗଛରେ ବୃଦ୍ଧଙ୍କ ମୃତଦେହ। ଏକ ଆମ୍ବଗଛରେ ଝୁଲୁଛି ଏହି ମୃତଦେହ। ଢେଙ୍କାନାଲ ସହର ସିମିଳିଆରେଥିବା ଏକ ଆମ୍ବ ବଗିଚାରେ ଝୁଲନ୍ତା ଅବସ୍ଥାରେ ଏହି ମୃତଦେହ ଦେଖି ଲୋକମାନେ ପୋଲିସକୁ ଖବର ଦେଇଥିଲେ। ଟାଉନ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ମୃତକଙ୍କ କୌଣସି ପରିଚୟ ମିଳିପାରିନାହିଁ। ମୃତ ବୃଦ୍ଧ ବ୍ୟକ୍ତିଙ୍କର ପ୍ରାୟ ୬୫ରୁ ୭୦ବର୍ଷ ହେବ ଓ ସେ ପ୍ୟାଣ୍ଟ ସାର୍ଟ ପିନ୍ଧିଛନ୍ତି। ଟାଉନ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!