Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବିରେ, ଆରମ୍ଭ ହେଲା ପଦଯାତ୍ରା

by ସଞ୍ଜୟ ସ୍ୱାଇଁ
January 30, 2020
in Breaking
ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବିରେ, ଆରମ୍ଭ ହେଲା ପଦଯାତ୍ରା
16
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ ଦାବିରେ ପଦଯାତ୍ରା ଆରମ୍ଭ ହୋଇଛି । ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି ଆବାହକତ୍ୱରେ ଅନୁଷ୍ଠିତ ଏହି ପଦଯାତ୍ରା ଚିନିକଳଠାରୁ ନବୀନ ନିବାସ ପର୍ଯ୍ୟନ୍ତ ଯିବ ବୋଲି ଜଣାପଡ଼ିଛି । ଆଜିଠାରୁ ଏହି ପଦଯାତ୍ରା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩ ତାରିଖରେ ପଦଚାରୀମାନେ ଲୋକସେବା ଭବନରେ ପହଂଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚାଷୀଙ୍କ ସମସ୍ୟା ଏବଂ ଅଚଳ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ ସଂମ୍ପର୍କରେ ଜଣାଇବେ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏହି ପଦଯାତ୍ରାରେ ଚାଷୀ, ଶ୍ରମିକ, ଛାତ୍ର, ଯୁବକମାନେ ସାମିଲି ହୋଇଛନ୍ତି । ଏହି ଐତିହାସିକ ପଦଯାତ୍ରା ନୟାଗଡ଼ ପାଣିପୋଇଲାଠାରୁ ବାହାରି ବୋଲଗଡ଼, ରାଜସୁନାଖଳା, ବେଗୁନିଆ, ଖୋର୍ଦ୍ଧା ଦେଇ ଫ୍ରେବୃୟାରୀ ୩ ତାରିଖ ଦିନ ଭୁବନେଶ୍ୱର ସ୍ଥିତ ରାଜ୍ୟ ଲୋକସେବା ଭବନରେ ପହଂଚି ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଏହି ଦାବି ସମ୍ବନ୍ଧରେ ଅବଗତ କରାଇବେ । ଅନ୍ୟପକ୍ଷେ, ଚିନିଶିଳ୍ପକୁ ନେଇ ଏବେ କୋର୍ଟରେ ଅନେକ ମାମଲା ବିଚାରଧିନ ରହିଥିବା ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!