Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୩ କେଜି ଗଞ୍ଜେଇ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
June 15, 2022
in Crime, State
୨୦୩ କେଜି ଗଞ୍ଜେଇ ଜବତ, ୨ ଗିରଫ
58
VIEWS
Share on FacebookShare on Twitter

ଦାରିଙ୍ଗବାଡ଼ି, (ବାଘୁଆବାର୍ତ୍ତା): କନ୍ଧମାଳ ପୋଲିସକୁ ସଫଳତା । ବାଲିଗୁଡ଼ା ଅଞ୍ଚଳରୁ ଉତ୍ତରପ୍ରଦେଶକୁ ଚୋରାରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ । ୨୦୩ କେଜି ୪୦୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ପରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି । ଖବର ଅନୁଯାୟୀ, ମଙ୍ଗଳବାର ରାତିରେ ପାଟ୍ରୋଲିଂ ସମୟରେ ୫୯ ନମ୍ବର ଜାତୀୟ ରାଜପଥ ଶ୍ରୀନିକେତା ଗାଁ ଆମ୍ବ ଖାଲିଆ ଘାଟିରେ ଏକ ବାର ଚକିଆ ଟ୍ରକକୁ ଅଟକ ରଖିଥିଲା ପୋଲିସ । ଗାଡିକୁ ଯାଞ୍ଚ ସମୟରେ କ୍ୟାବିନ୍‌ ଭିତରୁ ଚାରୋଟି ବ୍ୟାଗ୍‌କୁ ଜବତ କରିଥିଲା ପୋଲିସ । ଏଥିରେ ୨୦୩ କେଜି ୪୦୦ ଗ୍ରାମ ଗଞ୍ଜେଇ ଥିବା ଜାଣିଥିଲା ପୋଲିସ । ଏହାପରେ ଟ୍ରକକୁ ଜବତ କରିବା ସହ ଘଟଣାରେ ସଂପୃକ୍ତ ଥିବା ୨ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଦୁଇ ଜଣ ଉତ୍ତରପ୍ରଦେଶର ସାରୁଖ ଖାନ୍‌ ଓ ଅଜୟ କୁମାର ପାଲ୍‌ ବୋଲି ଜଣାପଡିଛି । ଉଭୟଙ୍କ ନାଁର ଦାରିଙ୍ଗବାଡି ଥାନାରେ ଏକ କେଶ୍‌ ରୁଜୁ ହୋଇ କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!