Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଛରେ ଝୁଲୁଛି ଅଜଣା ମହିଳାଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
June 15, 2022
in Crime, State
ଗଛରେ ଝୁଲୁଛି ଅଜଣା ମହିଳାଙ୍କ ମୃତଦେହ
77
VIEWS
Share on FacebookShare on Twitter

ବିନିକା, (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଆଦର୍ଶ ବିଦ୍ୟାଳୟ ପଛପଟ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମହାନଦୀ କୂଳରେ ଥିବା ଏକ ଗଛରେ ଜଣେ ଅଜଣା ବିବାହିତା ମହିଳା ବେକରେ ଶାଢ଼ୀ ଲଗାଇ ଝୁଲୁଥିବା ଦେଖିବାକୁ ମିଳିଥିଲା । ମହିଳାଙ୍କ ପରିଚୟ ବର୍ତ୍ତମାନ ପର୍ୟ୍ୟନ୍ତ ଜଣାପଡି ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ମହିଳା ଜଣଙ୍କ ବେକରେ ନିଜ ପିନ୍ଧା ଶାଢୀ ଲଗାଇ ଆତ୍ମହତ୍ୟା କରିଛନ୍ତି ନା ଆଉ କିଏ ହତ୍ୟା କରି ଗଛରେ ଝୁଲାଇ ଦେଇଛି ତାହା ସ୍ପଷ୍ଟ ଜଣାପଡିନାହିଁ । ମହିଳାଙ୍କ ବୟସ ପାଖାପଖି ୫୦ବର୍ଷ ହୋଇଥିବା ଅନୁମାନ କରାଯାଉଛି । ତେବେ ଗୋଟିଏ ଦିନ ପୂର୍ବରୁ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡୁଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!