Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘର୍ଟଣାରେ ୧ ମୃତ, ୮ରୁ ଉର୍ଦ୍ଧ ଆହାତ

by ସଞ୍ଜୟ ସ୍ୱାଇଁ
February 1, 2020
in Accident
ଦୁର୍ଘର୍ଟଣାରେ ୧ ମୃତ, ୮ରୁ ଉର୍ଦ୍ଧ ଆହାତ
34
VIEWS
Share on FacebookShare on Twitter

ଗୋଡ଼ିପଡ଼ା ନିକଟରେ ବସ ଓ ଅଟୋ ମୁହାଁମୁହିଁ

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଶରଣକୂଳ ଥାନା ଅନ୍ତର୍ଗତ ଡିମିସରଠାରେ ଗୋଟିଏ ବସ ଏବଂ ଡାଲା ଅଟୋ ମୁହାଁମୁହିଁ ହେବା ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୮ରୁ ଉର୍ଦ୍ଧ ଆହାତ ହୋଇଛନ୍ତି । ମୃତକ ଜଣଙ୍କ ହେଲେ ଖୁଣ୍ଟୁବନ୍ଧ ଗ୍ରାମର ନକୁଳ ନାୟକ ।

ସୂଚନାନୁସାରେ, ଶରଣକୂଳ ଥାନା ଅନ୍ତର୍ଗତ ଆଙ୍ଗିସିଙ୍ଗି ଗ୍ରାମର ଏକ ବ୍ୟାଣ୍ଡପାର୍ଟି ଦଳ ବାଜା ବଜାଇବା ପାଇଁ ଓଡ଼ଗାଁ ଏବଂ ଆଙ୍ଗିସିଙ୍ଗି ଗ୍ରାମର କିଛି ଯୁବକ ଏକ ଡାଲା ଅଟୋରେ ଡମସାହି ଅଭିମୂଖେ ଯାଉଥିବା ବେଳେ ଡିମିସର ଏବଂ ଗୋଡ଼ିପଡ଼ା ମଝିରେ ଅପରପାଶ୍ୱର୍ରୁ ଆସୁଥିବା ବାବା ବସ ସହ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଫଳରେ ସ୍ଥାନୀୟ ଲୋକେ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରିଥିବା ବେଳେ ଡାକ୍ତର ନକୁଳଙ୍କୁ ମୃତ ଘୋଷଣା କରିଛନ୍ତି । ପୁଲିସ ଦୁର୍ଘଟଣାସ୍ଥଳରୁ ଗାଡ଼ି ଦୁଇଟି ଜବତ କରିବା ସହ ମୃତ ନକୁଳଙ୍କ ଶବ ବ୍ୟବେଚ୍ଛଦ କରାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!