Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଶେଷ ରଜ, ସବୁଠି ଚାଲିଛି ମଉଜ

by ସଞ୍ଜୟ ସ୍ୱାଇଁ
June 16, 2022
in Feature News, State
ଆଜି ଶେଷ ରଜ, ସବୁଠି ଚାଲିଛି ମଉଜ
117
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରଜ ପାଇଁ ଉତ୍ସବ ମୁଖର ଓଡ଼ିଶା । ଆଜି ହେଉଛି ଶେଷ ରଜ । ସବୁଠି ମହାଆଡ଼ମ୍ବରରେ ହେଉଛି ଉତ୍ସବ । ଗାଁଠୁ ରାଜଧାନୀ ପର୍ୟ୍ୟନ୍ତ ଚାଲିଛି ରଜ ମଉଜ । କୂଆଁରିଙ୍କ ମନରେ ଅସୁମାରି ଆନନ୍ଦ ଉଲ୍ଲାସ । ନୂଆ ପୋଷକ ପିନ୍ଧି ସଜେଇ ହୋଇ ସାଙ୍ଗସାଥିଙ୍କ ସହ ରଜ ଦୋଳିର ମଜା ନେଇଛନ୍ତି ଝିଅ ଓ ବୋହୂ । ପିଠାପଣାର ମହକରେ ବାସୁଛି ଗାଁ ଗଣ୍ଡା । ସବୁଠି ପୋଡ଼ ପିଠା ସାଙ୍ଗକୁ ରଜ ପାନର ଆଦର । ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ମଧ୍ୟ ରଜ ପାନ ଖାଇ ଉତ୍ସବରେ ସାମିଲ ହୋଇଛନ୍ତି । ଅନେକ ଗାଁରେ ଆୟୋଜିତ ହେଉଛି ଦୋଳି ଓ କବାଡ଼ି ଖେଳ ପ୍ରତିଯୋଗିତା । ଭୁବନେଶ୍ୱରରେ ଓଟିଡିସି ପକ୍ଷରୁ ରଜ ଉତ୍ସବ ଆୟୋଜନ କରାଯାଉଛି । ପାରମ୍ପରିକ ପିଠାର ପସରା ଖୋଲି ଗଡ଼ୁଛି ପିଠା ଅନ ହ୍ୱିଲ୍ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!