Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ଆଲୁମିନିୟମ ବୋଝେଇ ଟ୍ରକ, ଦୁଇ ଗୁରୁତର

by ସଞ୍ଜୟ ସ୍ୱାଇଁ
February 1, 2020
in Accident
ଓଲଟିଲା ଆଲୁମିନିୟମ ବୋଝେଇ ଟ୍ରକ, ଦୁଇ ଗୁରୁତର
42
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଦଶପଲ୍ଲା ବ୍ଲକ ସୀମାନ୍ତ ତଥା ବାଣିଗୋଚ୍ଛା କାମିଟିପଙ୍ଗା ନିକଟରେ ଆଜି ଏକ ଆଲୁମିନିୟମ ଟ୍ରକ ଓଲଟିବା ସହ ଦୁଇଜଣ ଗୁରୁତର ହୋଇଛନ୍ତି । ସେମାନେ ହେଲେ ତାମିଲନାଡ଼ୁର ବେଣୁ ମୁର୍ଗାନ ଏବଂ ରାଜା କ୍ରିର୍ଷ୍ଣା । ସୂଚନାନୁସାରେ, ଆଜି ଏକ ଆଲୁମିନୟମ ବୋଝେଇ ଟ୍ରକ ଧରି ଏ ଦୁଇଜଣ ବ୍ୟକ୍ତି ଆସୁଥିବା ବେଳେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଫଳରେ ଦୁହେଁ ଦୁର୍ଘଟଣାର ଶୀକାର ହୋଇ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରତ୍ତଭର୍ତ୍ତୀ କରିଥିଲେ । ଅବସ୍ଥା ସଂକଟାପର୍ଣ୍ଣ ଥିବାରୁ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରାଯାଇଥିଲା । ଦୁର୍ଘଟଣା ସଂମ୍ପର୍କରେ ପୁଲିସ ତଦନ୍ତ ଚଳାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!