Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ ହିଂସାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ

by ସଞ୍ଜୟ ସ୍ୱାଇଁ
June 16, 2022
in Crime, State
ଘରୋଇ ହିଂସାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ
60
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ମୟୂରଭଞ୍ଜ ଜିଲ୍ଲା ସଦର ଥାନା ସିନ୍ଦୁରଗୌରାରେ ଦୁଇ ମହିଳା ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ। ଘରୋଇ ହିଂସାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଗୋଟିଏ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀ ଉପରକୁ ଠେଙ୍ଗା ଓ ଭୁଜାଲିରେ ଆକ୍ରମଣ କରିଛନ୍ତି। ସୂଚନାନୁଯାୟୀ, କାଳିକାପୁରର ଜଣେ ମହିଳାଙ୍କ ବିବାହ ସିନ୍ଦୁରଗୌରା ଅଞ୍ଚଳରେ ହୋଇଥିଲା। ଦୁଇ ପରିବାର ମଧ୍ୟରେ କୌଣସି କାରଣରୁ ଅଶାନ୍ତି ସୃଷ୍ଟି ହେବାପରେ ଝିଅ ଘର ଲୋକେ ଠେଙ୍ଗାବାଡି ଧରି ପୁଅ ଘର ଗାଁକୁ ଆସିଥିଲେ। ସ୍ଥାନୀୟ ୱାର୍ଡମେମ୍ଵର ସେମାନଙ୍କୁ ବିରୋଧ କରିବାରୁ ଝିଅ ପକ୍ଷ ଲୋକ ଉତ୍ତ୍ୟକ୍ତ ହୋଇ ଠେଙ୍ଗା ଓ ଭୁଜାଲିରେ ଆକ୍ରମଣ କରିଥିଲେ। ଖବର ପାଇ ବାରିପଦା ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କୁ ଅଟକ ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!