Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରିଲା ଖରାଛୁଟି, ଖୋଲିଲା ସ୍କୁଲ

by ସଞ୍ଜୟ ସ୍ୱାଇଁ
June 17, 2022
in Education, State
ସରିଲା ଖରାଛୁଟି, ଖୋଲିଲା ସ୍କୁଲ
28
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସରିଲା ଖରାଛୁଟି, ଖୋଲିଲା ସ୍କୁଲ । ଆଜିଠୁ ଖୋଲିଛି ରାଜ୍ୟର ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟ । ସକାଳୁ ବସି ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ । ଗତ ୬ ତାରିଖରୁ ରାଜ୍ୟରେ ଘୋଷଣା ହୋଇଥିଲା ଖରାଛୁଟି । ଗତ ଦୁଇ ବର୍ଷ ହେବ କରୋନା ପାଇଁ ପାଠପଢ଼ା ପ୍ରଭାବିତ ହୋଇଥିବାରୁ ଚଳିତ ବର୍ଷ ଖରାଛୁଟି ଅବଧିକୁ କମାଯାଇଥିଲା । ପାଠପଢ଼ାକୁ ଦୃଷ୍ଟିରେ ରଖି ମାତ୍ର ୧୧ ଦିନିଆ ସ୍କୁଲ ଛୁଟି କରାଯାଇଥିଲା । ପୂର୍ବରୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସକାଳୁଆ କ୍ଳାସ ଆରମ୍ଭ ହୋଇଛି । ସୂଚୀରେ କୌଣସି ପରିବର୍ତ୍ତନ ହୋଇନଥିବାରୁ ଏବେ ମଧ୍ୟ ସକାଳ ୬ଟାରୁ ଦିନ ୯ଟା ପର୍ୟ୍ୟନ୍ତ କ୍ଲାସ ହେଉଛି । ପାଠପଢା ପ୍ରଭାବିତ ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଲର୍ଣ୍ଣିଂ ରିକଭରୀ ପ୍ଲାନ୍ ଅବା ଶିକ୍ଷା ଉପଯୋଗୀ ପନ୍ଥା ଗ୍ରହଣ କରିଛି ଗଣଶିକ୍ଷା ବିଭାଗ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!