Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉତ୍ତରା ଛକ ନିକଟରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
June 18, 2022
in Crime, State
ଉତ୍ତରା ଛକ ନିକଟରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ,  ୪  ଗିରଫ
30
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଧଳା ଜହରର ହବ୍ ପାଲଟିଗଲାଣି ପୁରୀ ଜିଲ୍ଲା । ବାରମ୍ବାର ଚଢାଉ କରି ଧଳା ଜହର ଜବତ କରୁଛି ପୋଲିସ । କିଛି ଦିନ ତଳେ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ପୁଣି ଥରେ ପୁରୀ ପୋଲିସକୁ ସଫଳତା ମିଳିଛି । ବ୍ରାଉନସୁଗାର ଜବତ କରିବା ସହ କିଙ୍ଗପିନ୍‌କୁ ମଧ୍ୟ ପୋଲିସ ଗିରଫ କରିଛି । ଉଲ୍ଲେଖଯୋଗ୍ୟ ଯେ, ଉତ୍ତରା ଛକ ନିକଟରେ ପିପିଲି ପୋଲିସ ଚଢାଉ କରି ୯୭୮ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ପାଖାପାଖି କୋଟିଏ ଟଙ୍କା ହେବ ବୋଲି ଜଣାପଡିଛି । ବ୍ରାଉନସୁଗାର ଜବତ କରିଥିବା ନେଇ ଟ୍ବିଟ୍ ମାଧ୍ୟମରେ ପୁରୀ ଏସପି କନୱର ବିଶାଳ ସିଂ ସୂଚନା ଦେଇଛନ୍ତି । ଆଉ ଏଥରେ ଆନ୍ତଃରାଜ୍ୟ କିଙ୍ଗପିନ୍ ଓ ବ୍ରାଉନସୁଗାର ମାଫିଆ ଜୁମା ଓରଫ ମୁରାସିଦ ଖାଁଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!