Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ଜଣ ମୋବାଇଲ୍ ଫୋନ୍ ଲୁଟେରା ଗିରଫ୍, ୨୧ଟି ଦାମୀ ସ୍ମାର୍ଟ ଫୋନ ଜବତ

by ସଞ୍ଜୟ ସ୍ୱାଇଁ
June 18, 2022
in Crime, State
୪ଜଣ ମୋବାଇଲ୍ ଫୋନ୍ ଲୁଟେରା ଗିରଫ୍, ୨୧ଟି ଦାମୀ ସ୍ମାର୍ଟ ଫୋନ ଜବତ
152
VIEWS
Share on FacebookShare on Twitter

ବଡବିଲ, (ବାଘୁଆବାର୍ତ୍ତା): ବଡ଼ବିଲ ପୋଲିସ୍ ଆଜି ୪ଜଣ ମୋବାଇଲ୍ ଫୋନ୍ ଲୁଟେରାଙ୍କୁ ଗିରଫ୍ କରିବା ସହ ସେମାନଙ୍କ ନିକଟରୁ ୨୧ଟି ଦାମୀ ସ୍ମାର୍ଟ ଫୋନ୍ ଜବତ୍ କରିଛି । ଗିରଫ୍ ୪ଜଣଙ୍କ ମଧ୍ୟରେ ୨ଜଣ ନାବାଳକ ରହିଥିବା ଜଣାପଡ଼ିଛି । ବଡ଼ବିଲ ଶ୍ରୀରାମ ନଗର ଅଞ୍ଚଳର ଅଭିଯୁକ୍ତ ସଞ୍ଜୟ ଫ୍ରାନ୍ସିସ ଓ ସିପୁଲ ନାଏକଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଘଟଣାରେ ସଂପୃକ୍ତ ଅନ୍ୟ ଦୁଇ ନାବାଳକ ଅଭିଯୁକ୍ତଙ୍କୁ କେନ୍ଦୁଝର ଜୁଭେନାଇଲ କୋର୍ଟରେ ହାଜର କରାଯାଇଥିବା ପୋଲିସ୍ ସୂଚନା ଦେଇଛି । ଏହି ଅଭିଯୁକ୍ତମାନେ ବଡ଼ବିଲ ସହରର ବିଭିନ୍ନ ଘର, ହାଟ ବଜାର, ମେଳା ଆଦି ଅଞ୍ଚଳରେ ଲୋକଙ୍କ ଠାରୁ ମୋବାଇଲ୍ ଲୁଟ୍ କରୁଥିଲେ ବୋଲି ପୋଲିସ୍ କହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!