Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଅମଲା ସଂଘ ନୂତନ କର୍ମକର୍ତ୍ତା ଚୟନ

by ସଞ୍ଜୟ ସ୍ୱାଇଁ
February 2, 2020
in Feature News
ଜିଲ୍ଲା ଅମଲା ସଂଘ ନୂତନ କର୍ମକର୍ତ୍ତା ଚୟନ
29
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଶ୍ରୀଧର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାକୁ କୈଳାଶ ଚନ୍ଦ୍ର ଓଝା ପରିଚାଳନାରେ ଓଡ଼ିଶା ଅମଲା ସଂଘ ନୟାଗଡ଼ ଜିଲ୍ଲା ଶାଖାର ଏକ ସାଧାରଣ ସଭା ନୟାଗଡ଼ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଆଗାମୀ ତିନିବର୍ଷ ପାଇଁ ସଂଘର ନୂତନ କର୍ମକର୍ତ୍ତା ଚୟନ କରାଯାଇଥିବା ଜଣାପଡ଼ିଛି । ନୃସିଂହ ଚରଣ ନାୟକଙ୍କୁ ସଂଘର ଅଧ୍ୟକ୍ଷ ଭାବେ ଚୟନ କରାଯାଇଥିବା ବେଳେ ମନୋଜ କୁମାର ଜେନାଙ୍କୁ ସଭାପତି, ରଶ୍ମିରଂଜନ ଦାଶଙ୍କୁ କାର୍ଯ୍ୟକାରୀ ସଭାପତି, କୈଳାଶ ଚନ୍ଦ୍ର ଓଝା ଏବଂ ଅମିତା ରାମ ଉପସଭାପତି, ବିପିନ ବିହାରୀ ପଟ୍ଟନାୟକ ସଂପାଦକ, ଅବିନାଶ କୁମାର ମାହାର କାର୍ଯ୍ୟାଳୟ ସଂପାଦକ, ସାମନ୍ତ ବିଶ୍ୱମ୍ବର ମହାପାତ୍ର ଯୁଗ୍ମ ସଂପାଦକ, ରାମଚନ୍ଦ୍ର ପତି ସଂଗଠନ ସଂପାଦକ, ଅଭିଶେକ ମିଶ୍ର, ବନମାଳୀ ସ୍ୱାଇଁ,ଦିଲ୍ଲୀପ ଦେହୁରୀ ସୁଶ୍ରୀ ଭୁବନେଶ୍ୱରୀ କଅଁର ସହ ସଂପାଦକ ଭାବେ ମନୋନୀତ ହୋଇଛନ୍ତି । ସେହିଭଳି ଅଜୟ କୁମାର ରଥଙ୍କୁ କ୍ରୋଷାଧ୍ୟକ୍ଷ ଚୟନ କରାଯାଇଛି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!