Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ କୋଟିପତି ବିଡିଓ

by ସଞ୍ଜୟ ସ୍ୱାଇଁ
June 19, 2022
in Crime, State
ବନ୍ଧା ହେଲେ କୋଟିପତି ବିଡିଓ
125
VIEWS
Share on FacebookShare on Twitter

କଟକ/ବାଲେଶ୍ୱର/ଜଳେଶ୍ୱର, (ବାଘୁଆବାର୍ତ୍ତା): ବନ୍ଧା ହେଲେ କୋଟିପତି ବି.ଡି.ଓ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଜଳେଶ୍ବର ବି.ଡି.ଓ. ଅଶ୍ବିନୀ କୁମାର ଦାସଙ୍କୁ ଭିଜିଲାନ୍ସ ଗିରଫ କରିଛି । ଖବର ଅନୁଯାୟୀ, ଚଢ଼ାଉ ବେଳେ ତାଙ୍କ ପାଖରେ କୋଟି କୋଟି ଟଙ୍କାର ସଂପତ୍ତି ଠାବ କରିଛି ଭିଜିଲାନ୍ସ। କଟକ ୪୨ ମୌଜାରେ ୨ ଟି ବିଶାଳ କୋଠା, ଇଟା ଫାକ୍ଟ୍ରି, ସୁନା ଓ ରୂପା ଗହଣା , ନଗଦ ଟଙ୍କା, ଗାଡ଼ି ଆଦି ଏଭଳି ୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ ହୋଇଛି । ବାବୁ ଜୁନିଅର ଆସିଷ୍ଟାଣ୍ଟରୁ ଅତିରିକ୍ତ ତହସଲିଦାର ପରେ ବିଡିଓ ହୋଇଥିଲେ। ବି.ଡି.ଓ. ବାବୁଙ୍କ ସଂପତ୍ତି ଦେଖି ଜଳକା ହୋଇଛନ୍ତି ଭିଜିଲାନ୍ସ ଅଧିକାରୀ। ତେବେ ଜଳେଶ୍ବର ବି.ଡି.ଓ. ଅଶ୍ବିନୀ କୁମାର ଦାସଙ୍କୁ ଜଟଣୀ ତହସିଲଦାର ଭାବେ ବଦଳି କରିଥିଲେ ସରକାର। ହେଲେ ତାଙ୍କ ଗିରଫ ପରେ ଏହି ବଦଳିକୁ ବାତିଲ କରିଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!