Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ କଳହକୁ କେନ୍ଦ୍ରକରି ପୁଅର ଶାବଳ ଚୋଟରେ ଚାଲିଗଲା ବାପାର ଜୀବନ

by ସଞ୍ଜୟ ସ୍ୱାଇଁ
June 20, 2022
in Crime, State
ଘରୋଇ କଳହକୁ କେନ୍ଦ୍ରକରି ପୁଅର ଶାବଳ ଚୋଟରେ ଚାଲିଗଲା ବାପାର ଜୀବନ
44
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ପୁଅର ଶାବଳ ଚୋଟରେ ଚାଲିଗଲା ବାପାର ଜୀବନ। କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ପେଦାଢାବା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ରକରି ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଇଛି। ସୂଚନାନୁଯାୟୀ, ନନ୍ଦପୁର ଥାନା ପେଦାଢାବା ଗ୍ରାମର ପୁଅ ତ୍ରିନାଥ ଖରାଙ୍କ ସହ କୌଣସି କାରଣକୁ ନେଇ ତାଙ୍କର ବାପା ଡମୁ ଖରାଙ୍କର ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ତ୍ରିନାଥ ତାଙ୍କ ବାପାଙ୍କ ଉପରକୁ ଏକ ଶାବଳରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ଡମୁ ଖରାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ସାଇଣ୍ଟିଫିକ୍ ଟିମ୍ ପହଞ୍ଚିବା ପରେ ତଦନ୍ତ ଆରମ୍ଭ ହେବ ବୋଲି ନନ୍ଦପୁର SDPO ସଞ୍ଜୟ ମହାପାତ୍ର କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!