Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଜ ଡ୍ରେସ୍ କିଣାଇ ଦେବାକୁ କହି ସାଙ୍ଗର ଝିଅକୁ ଡାକିନେଇ ଅସଦାଚରଣ

by ସଞ୍ଜୟ ସ୍ୱାଇଁ
June 20, 2022
in Crime, State
ରଜ ଡ୍ରେସ୍ କିଣାଇ ଦେବାକୁ କହି ସାଙ୍ଗର ଝିଅକୁ ଡାକିନେଇ ଅସଦାଚରଣ
40
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରଜ ଡ୍ରେସ୍ କିଣାଇ ଦେବାକୁ କହି ସାଙ୍ଗର ଝିଅକୁ ଡାକିନେଇ ଅସଦାଚରଣ। ରାଜଧାନୀରେ ନାବାଳିକାଙ୍କୁ ତାଙ୍କ ବାପାଙ୍କ ସାଙ୍ଗ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଖାରବେଳ ଥାନା ପୋଲିସ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅଟକ ରଖି ତଦନ୍ତ କରୁଛି। ସୂଚନାନୁଯାୟୀ, ଭୁବନେଶ୍ଵର ଖାରବେଳନଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ବାପାଙ୍କ ସାଙ୍ଗ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଛି । ସଂପୃକ୍ତ ବ୍ୟକ୍ତି ଜଣଙ୍କ ନିଜ ସାଙ୍ଗଙ୍କ ନାବାଳିକା ଝିଅକୁ ରଜ ଡ୍ରେସ୍ କିଣି ଦେବାକୁ କହି ଡାକିନେଇଥିଲେ । ତେବେ ସଂପୃକ୍ତ ବ୍ୟକ୍ତି ଜଣଙ୍କ ନାବାଳିକାଙ୍କୁ ଅସଦାଚରଣ କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଖାରବେଳନଗର ଥାନାରେ ସଂପୃକ୍ତ ବ୍ୟକ୍ତିଙ୍କ ନାଁରେ ଅଭିଯୋଗ ପରେ ମାମଲା ରୁଜୁ କରିଛି । ତେବେ ବ୍ୟକ୍ତି ଜଣଙ୍କୁ ଖାରବେଳନଗର ଥାନା ପୋଲିସ ଅଟକ ରଖିଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!