Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ ଡାଲାରୁ ହାତଗୋଡ଼ ବନ୍ଧା ଯୁବକକୁ ଉଦ୍ଧାର କଲା ପୋଲିସ

by ସଞ୍ଜୟ ସ୍ୱାଇଁ
June 20, 2022
in Crime, State
ଟ୍ରକ ଡାଲାରୁ ହାତଗୋଡ଼ ବନ୍ଧା ଯୁବକକୁ ଉଦ୍ଧାର କଲା ପୋଲିସ
23
VIEWS
Share on FacebookShare on Twitter

ମାର୍ଶାଘାଇ, (ବାଘୁଆବାର୍ତ୍ତା): ୫୩ ନମ୍ବର ଜାତୀୟ ରାଜପଥରେ ନୀଳାଞ୍ଚଳ ବଜାର ନିକଟରୁ ଚୋରି ଅଭିଯୋଗରେ ଜଣେ ଯୁବକକୁ ଟ୍ରକ ଆଗରେ ବାନ୍ଧି ଗାଡ଼ି ଚଲାଇ ନେବା ଭିଡିଓ ଭାଇରାଲ୍‌ ଘଟଣାକୁ ମାସେ ନ ପୂରୁଣୁ ଆଉ ଏକ ଘଟଣା ଚର୍ଚ୍ଚା ଜୋର ଧରିଛି । ଟ୍ରକ ଡାଲାରୁ ଜଣେ ଯୁବକଙ୍କୁ ମାର୍ଶାଘାଇ ପୁଲିସ ହାତ ବନ୍ଧା ଅବସ୍ଥାରେ ଉଦ୍ଧାର କରିଛି । ଖବର ମୁତାବକ ଗୋଟିଏ ୧୨ଚକିଆ ଟ୍ରକ ଡାଲାରେ ପକାଇ ଡ୍ରାଇଭର ଜଣକ ପାରାଦୀପ ଉଦୟବଟ ଅଞ୍ଚଳର କାହ୍ନୁ ମଳିକଙ୍କ ପୁଅ ମିଥୁନ ମଲିକଙ୍କୁ ପାରାଦୀପ ଜିରୋପଏଣ୍ଟ୍‌ ଅଞ୍ଚଳରୁ ଅପହରଣକରି ନେଉଥିଲେ । ଟ୍ରକଟି ହଜାରି ଛକ ନିକଟରେ ରହି ଡ୍ରାଇଭର ଚା’ ପିଉଥିବା ବେଳେ ମିଥୁନ ଚିତ୍କାର କରିଥିଲେ । ଚିତ୍କାର ଶୁଣି ସ୍ଥାନୀୟ ଲୋକମାନେ ମାର୍ଶାଘାଇ ପୁଲିସକୁ ଖବର ଦେଇଥିଲେ । ପୁଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିବା ସହିତ ଡ୍ରାଇଭରକୁ ଅଟକ ରଖି ତଦନ୍ତ କରୁଥିବାର ମାର୍ଶାଘାଇ ଆଇଆଇସି ପ୍ରଦୀପ୍ତ କୁମାର କାନୁନ୍‌ଗୋ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!