Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାହାଙ୍ଗା ଡବଲ ମର୍ଡର ଘଟଣା: କୋର୍ଟରେ ଅପ ଟୁ ଡେଟ୍ କେସ୍‌ ଡାଏରୀ ଦାଖଲ

by ସଞ୍ଜୟ ସ୍ୱାଇଁ
June 20, 2022
in Crime, State
ମାହାଙ୍ଗା ଡବଲ ମର୍ଡର ଘଟଣା:  କୋର୍ଟରେ ଅପ ଟୁ ଡେଟ୍ କେସ୍‌ ଡାଏରୀ ଦାଖଲ
10
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ମାହାଙ୍ଗା ଡବଲ ମର୍ଡର ଘଟଣା। ଜେଏମ୍ଏଫସି କୋର୍ଟଙ୍କ ନିର୍ଦ୍ଦେଶ ମୁତାବିକ ମାହାଙ୍ଗା ଥାନା ପକ୍ଷରୁ ସାଲେପୁର ଏସ୍‌ଡିପିଓ ଅପ ଟୁ ଡେଟ କେସ୍‌ ଡାଏରି ଦାଖଲ କରିଛନ୍ତି । କୋର୍ଟରେ ଏହିସବୁ ଦସ୍ତାବିଜ ଦାଖଲ କରାଯାଇଛି । ଖବର ଅନୁଯାୟୀ, ଗତ ୧୩ ଜୁନରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ କେସ୍‌ ଡାଏରୀ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ତଦନ୍ତରେ କାହିଁକି ବିଳମ୍ବ ହୋଇଛି । ଏହାର କାରଣ ଦର୍ଶାଇଭାକୁ ମାହାଙ୍ଗା ପୋଲିସକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ତେବେ ଧାର୍ୟ୍ୟ ତାରିଖ ମୁତାବକ ମାହାଙ୍ଗା ଡବଲ ମର୍ଡର ଘଟଣାର ବର୍ତ୍ତମାନ ତଦନ୍ତ ଦାୟିତ୍ବରେ ଥିବା ସାଲେପୁର ଏସ୍‌ଡିପିଓ ଆଜି ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ପହଞ୍ଚିଛନ୍ତି । ତେବେ ମାନ୍ୟବର ଅଦାଲତଙ୍କୁ ରିପୋର୍ଟ କଣ ଦେଇଛନ୍ତି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। କୋର୍ଟରେ କେସ୍‌ ଡାଏରୀ ଦାଖଲ କରିଥିବା ଅନୁମାନ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!