Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଗେଶ୍ରୀ ନିଳୟମର ସଂଗୀତ ଆସର

by ସଞ୍ଜୟ ସ୍ୱାଇଁ
February 4, 2020
in Lifestyle
ରାଗେଶ୍ରୀ ନିଳୟମର ସଂଗୀତ ଆସର
21
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନାଟକ ଓ ସଂଗୀତ କ୍ଷେତ୍ରରେ ସମର୍ପିତ ନୟାଗଡ଼ର ସାଂସ୍କୃତିକ ଅନୁଷ୍ଠାନ ରାଗେଶ୍ରୀ ନିଳୟମର ଅଷ୍ଟମ ମାସିକ ଆସର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଂସ୍କୃତି ପୁରୁଷ ପ୍ରଦୀପ୍ତ କୁମାର ପଟ୍ଟନାୟକ ଓ ସାହିତ୍ୟିକ ଡ. ବିଜୟ ଚୈାଧୁରୀ ଅତିଥି ଭାବେ ଯୋଗ ଦେଇଥିଲେ । ସୁରଗନ୍ଧର୍ବ ନବକିଶୋର ମିଶ୍ର, କଂଣ୍ଠଶିଳ୍ପୀ ପ୍ରଭାତ କୁମାର ଦାଶ, ବିଜୟାନନ୍ଦ ମହାପାତ୍ର, ମାଧବ ଚନ୍ଦ୍ର ଡାକୁଆ, ବିଭୂତି ଭୂଷଣ ସାମଲ, ଶିବ ସାହୁ, ଡ. ଆଶୁତୋଷ ମିଶ୍ର ପ୍ରମୂଖ ସଂଗୀତ ଗାନ କରିବା ସହ ନୟାଗଡ଼ର କଳା, ସାହିତ୍ୟ, ସଂସ୍କୃତିକୁ ବଂଚାଇ ରଖିବାରେ ଏହି ଆସରର ନିହାତି ଆବଶ୍ୟକତା ରହିଥିବା ମତ ଦେଇଥିଲେ । ପରିଶେଷରେ ଅନୁଷ୍ଠାନର ସଭ୍ୟ ଗୋକୁଳ କୁମାର ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!