Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଟିକାନ୍ ସିଟିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ:ପୋପଙ୍କୁ ଭେଟିଲେ ନବୀନ

by ସଞ୍ଜୟ ସ୍ୱାଇଁ
June 22, 2022
in Breaking, State
ଭାଟିକାନ୍ ସିଟିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ:ପୋପଙ୍କୁ ଭେଟିଲେ ନବୀନ
143
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭାଟିକାନ୍ ସିଟିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରୋମ ଗସ୍ତରେ ଯାଇ ଭାଟିକାନ୍ ସିଟିର ପୋପ୍ଙ୍କ ସହ ସ୍ୱତନ୍ତ୍ର ଭାବେ ସାକ୍ଷାତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନଙ୍କ ସହ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଅଛନ୍ତି । ରୋମ୍ ସହିତ ଓଡ଼ିଶାର ରହିଛି ସାଂସ୍କୃତିକ ଓ ଐତିହ୍ୟର ସାମଞ୍ଜସ୍ୟ । ଇଟାଲି, ଗ୍ରୀସ୍ ସମେତ ୟୁରୋପରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ଭେଟି ରାଜ୍ୟର ବିକାଶରେ ସହଯୋଗର ଆହ୍ବାନ ଦେବେ ମୁଖ୍ୟମନ୍ତ୍ରୀ । ରାଜ୍ୟର ସଂସ୍କୃତି ଓ କଳାର ବିକାଶରେ ସେମାନଙ୍କ ଅବଦାନ ନେଇ ଆଲୋଚନା କରିବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!