Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିଜମା ବିବାଦକୁ କେନ୍ଦ୍ରକରି କଟୁରୀରେ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
June 23, 2022
in Crime, State
ଜମିଜମା ବିବାଦକୁ କେନ୍ଦ୍ରକରି କଟୁରୀରେ ମରଣାନ୍ତକ ଆକ୍ରମଣ
56
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ଜମିଜମା ବିବାଦକୁ କେନ୍ଦ୍ରକରି ପରିବାର ଲୋକଙ୍କୁ ଆକ୍ରମଣ । ଏଭଳି ଅଭିଯୋଗ ଆସିଛି କଟକ ଜିଲ୍ଲା ସାଲେପୁର ଥାନା ରାଘବପୁର ଗ୍ରାମରେ। ଗାଁର ବସନ୍ତ ଦାସଙ୍କ ପୁତ୍ର ବାସୁଦେବ ଦାସ ସେହି ଗ୍ରାମର ନିର୍ମଳ ପ୍ରତାପ, ସୁବାସ ପ୍ରତାପ ଓ ବର୍ଷା ପ୍ରତାପଙ୍କୁ କଟୁରୀରେ ମରଣାନ୍ତକ ଆକ୍ରମଣ କରିଥିବା ନେଇ ସାଲେପୁର ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତିକରି ସାଲେପୁର ପୋଲିସ ବସନ୍ତ ଦାସ ଓ ବାସୁଦେବ ଦାସକୁ ଥାନାରେ ଅଟକ ରଖି ପଚରାଉଚରା କରି ଛାଡ଼ିଦେଇଥିଲା । ପୁନର୍ବାର ସେମାନେ ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବା ପାଇଁ ଧମକ ଦେବା ନେଇ ନିର୍ମଳ ପ୍ରତାପଙ୍କ ପରିବାରଲୋକଙ୍କ ସହ ଗ୍ରାମବାସୀ ସାଲେପୁର ଥାନାରେ ଏକାଠି ହୋଇ ଅଭିଯୋଗ କରିଛନ୍ତି । ପୋଲିସର କୋହଳ ମନୋଭାବ ଓ ନିଷ୍କ୍ରିୟତାକୁ ନେଇ ଅଭିଯୋଗ ଆଣିବା ସହ ଦୃଢ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!