Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ, ମାସ୍କ ପିନ୍ଧିବାକୁ ଓ ଟିକା ନେବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
June 23, 2022
in Health, State
ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ, ମାସ୍କ ପିନ୍ଧିବାକୁ ଓ ଟିକା ନେବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
148
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଉପରମୁହାଁ ହେଲାଣି କରୋନା ସଂକ୍ରମଣ । ବଢ଼ୁଥିବା ମାମଲାକୁ ନଜରରେ ରଖି ସତର୍କ ହୋଇଛି ସ୍ୱାସ୍ଥ୍ୟ ବିଭାଗ । ଧିରେ ଧିରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି । ଆଗକୁ ମଧ୍ୟ ସଂକ୍ରମଣ ବଢ଼ିବ । ଗତ ୨୪ ଘଣ୍ଟା ମଧ୍ୟରେ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଯେଉଁମାନଙ୍କର ଲକ୍ଷଣ ଦେଖାଦେଉଛି ସେମାନେ କୋଭିଡ ଟେଷ୍ଟ କରାନ୍ତୁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି । ଯଦି ଲଗାତର ଭାବେ ସଂକ୍ରମଣ ବଢ଼େ, ତେବେ ସରକାର ମୁକାବିଲା କରିବାକୁ ପ୍ରସ୍ତୁତ ଅଛନ୍ତି । ଆବଶ୍ୟକ ହେଲେ ଅଧିକ ବେଡ ବ୍ୟବସ୍ଥା କରାଯିବ । ସେହିପରି ଟିକା ନେବା ସହ ମାସ୍କ ପିନ୍ଧିବାକୁ ଅନୁରୋଧ କରିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!